ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ

ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ ମିଳିଛି। ଚିଠି ମାଧ୍ୟମରେ ଏହି ଧମକ ଦିଆଯାଇଥିବା ଜଣାପଡିଛି। ସ୍ବରା ସଭରକରଙ୍କୁ ଅପମାନିତ କରିଥିବାରୁ ତାଙ୍କୁ ହତ୍ୟା କରାଯିବାକୁ ଏହି ଚିଠିରେ ଧମକ ମିଳିଛି। ପୋଲିସ ଏହି ଘଟଣାରେ ତଦନ୍ତ ଆରମ୍ଭ କରିଛି।
ଏହି ହତ୍ୟା ଧମକପୂର୍ଣ୍ଣ ଚିଠି ଭରସୋଭାରେ ଥିବା ସ୍ବରାଙ୍କ ଘରକୁ ପଠାଯାଇଥିଲା। ଚିଠିରେ ହିନ୍ଦୀରେ ଲେଖାଯାଇଛି ଯେ,ସ୍ବରା ଭାସ୍କର ବୀର ସଭରକରଙ୍କୁ ଅପମାନିତ କରିବା ବନ୍ଦ କରୁନ୍ତୁ ଓ କେବଳ ନିଜ ଫିଲ୍ମ ଉପରେ ଧ୍ୟାନ ଦିଅନ୍ତୁ। ନହେଲେ ମୃତଦେହ ଉଠିବ। ନିଜର ଭାଷାର ମର୍ଯ୍ୟାଦା ରଖନ୍ତୁ।
ଚିଠି ମିଳିବା ପରେ ସ୍ବରା ଦୁଇ ଦିନ ତଳେ ଭରସୋଭା ପୋଲିସ ଦ୍ୱାରସ୍ଥ ହୋଇଥିଲେ। ପୋଲିସ ଅଜଣା ଦୁର୍ବୃତ୍ତଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ କରୁଛି। ସ୍ବରାଙ୍କ ପୂର୍ବରୁ ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କୁ ମଧ୍ୟ କିଛିଦିନ ପୂର୍ବରୁ ହତ୍ୟା ଧମକ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ...

ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ

ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri