ଓଡ଼ିଶା

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ୱର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ପ୍ରବଳ ଖରା ତାତିରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ହନ୍ତସନ୍ତ ହୋଇଗଲାଣି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା।…

5 years ago