ନିମାପଡ଼ା

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି…

6 years ago