କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ...