ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ?
ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ‘ଓ୍ବାନ୍ ନେଶନ୍-ଓ୍ବାନ୍ ଇଲେକ୍ସନ୍’ ବିଲ୍ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍କୁ ସମର୍ଥନ କରୁଥିବା ବେଳେ ଇଣ୍ଡିଆ ମେଣ୍ଟରେ ସାମିଲ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ଏସବୁ ମଧ୍ୟରେ...