Tag Archives: aamerica

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଏହି ଦେଶର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୦୭: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରାପବ୍ଲିକାନ୍‌ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁ ସାକ୍ଷାତ କରିଛନ୍ତି । ଗାଜାରେ ଜାରି ରହିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ସେ ଆଲୋଚନା କରିଥିବା ପ୍ରତିକ୍ରିୟାରେ କହିଛନ୍ତି...

ଏହି ଭାରତୀୟଙ୍କ ସ଼୍ବାମୀ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ

ୱାଶିଂଟନ, ୧୭।୦୭: ରିପବ୍ଲିକାନ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ ଜେ.ଡି. ଭାନ୍ସଙ୍କ ସ୍ତ୍ରୀ ଉଷା ଚିଲୁକୁରି ଭାନ୍ସ ଜଣେ ଭାରତୀୟ ବଂଶୋଦ୍ଭବ। ଉଷାଙ୍କ ବାପା କ୍ରିସ୍‌ ସାନ୍‌ ଡିଆଗୋ ଷ୍ଟେଟ୍‌ ୟୁନିଭର୍ସିଟିରେ ଅଧ୍ୟାପନା କରନ୍ତି। ମା’ ଲକ୍ଷ୍ମୀ ଜଣେ ମେରାଇନ୍‌ ବାୟୋଲୋଜିଷ୍ଟ।...

ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି ।  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ ପୃଥିବୀର କକ୍ଷପଥରେ ଆଣବିକ ଅସ୍ତ୍ର ନିୟୋଜନ କରିବାକୁ ଯୋଜନା କରୁଛି। ଏହି ଦାବିକୁ...

ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଭାରତଠାରୁ ବହୁ ପଛରେ ଆମେରିକା

ନୂଆଦିଲ୍ଲୀ,୧୧।୪: ଡିଜିଟାଲ୍ ପେମେଣ୍ଟ କ୍ଷେତ୍ରରେ ଭାରତ କ୍ରମାଗତ ଭାବରେ ନୂତନ ଉଚ୍ଚତାରେ ଛୁଇଁବାରେ ଲାଗିଛି। ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ବୁଧବାର ଡିଜିଟାଲ ପେମେଣ୍ଟରେ ଭାରତର ଅଭିବୃଦ୍ଧି ଉପରେ ଆଲୋକପାତ କରି କହିଛନ୍ତି ଯେ ଦେଶରେ ଏକ ମାସ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri