ଏନ୍ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ
କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଜାମିନ୍ ବିହୀନ ଗିରଫ ପରୱାନା (ଏନ୍ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍ଏଫ୍ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି।...