ଆସୁଛି ଦୀପାବଳି; ମିଠା ତିଆରିରେ କ୍ଷତିକାରକ ସାମଗ୍ରୀ ବ୍ୟବହାର ରୋକିବାକୁ ସର୍ଭିଲାନ୍ସ ବଢାଇବ FSSAI ନୂଆଦିଲ୍ଲୀ: ଆଗକୁ ଦୀପାବଳି ଆସୁଥିବା ବେଳେ ମିଠା ବିକ୍ରିରେ ବୃଦ୍ଧି ଦେଖିବାକୁ ମିଳିପାରେ। ଏହାର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଶସ୍ତା ଅସ୍ୱାସ୍ଥ୍ୟକର ସାମଗ୍ରୀର ମିଶ୍ରଣ କରିପାରନ୍ତି। ଏଥିରେ ରୋକ ଲଗାଇବା ପାଇଁ ଭାରତୀୟ ଖାଦ୍ୟ...