ଓଡ଼ିଶାରେ କମୁଛି ଏଡ୍ସ ରୋଗୀଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ଦେଶକୁ ଏଡ୍ସ ମୁକ୍ତ କରିବା ଲକ୍ଷ୍ୟ ପାରାଦୀପ,୨।୧୨: ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍ସଂଖ୍ୟକ ଏଡ୍ସ ରୋଗୀ...