Advertisement

Akhilesh yadav

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ,୧୫ା୧୧: ଉତ୍ତରପ୍ରଦେଶର ୯ ଟି ଆସନରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ନେତାମାନଙ୍କ ମଧ୍ୟରେ ଆଲୋଚନା ସମାଲୋଚନା ତୀବ୍ର ହୋଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ…

2 months ago
ଯୋଗୀ ସରକାରଙ୍କ ବୁଲ୍‌ଡୋଜର୍‌ ସବୁଦିନ ପାଇଁ ଗ୍ୟାରେଜକୁ ଗଲା: ଅଖିଳେଶ ଯାଦବଯୋଗୀ ସରକାରଙ୍କ ବୁଲ୍‌ଡୋଜର୍‌ ସବୁଦିନ ପାଇଁ ଗ୍ୟାରେଜକୁ ଗଲା: ଅଖିଳେଶ ଯାଦବ

ଯୋଗୀ ସରକାରଙ୍କ ବୁଲ୍‌ଡୋଜର୍‌ ସବୁଦିନ ପାଇଁ ଗ୍ୟାରେଜକୁ ଗଲା: ଅଖିଳେଶ ଯାଦବ

ଲକ୍ଷ୍ନୌ,୧୪।୧୧: ଉତ୍ତରପ୍ରଦେଶ ସରକାରଙ୍କ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ…

2 months ago
ସାମ୍ବାଦିକଙ୍କୁ ମାଡ଼ ମାରି ପରିସ୍ରା ପିଇବାକୁ ଦେଲେ ଭାଜପା ନେତା, ଅଖିଳେଶ ଯାଦବ କହିଲେ ମିଡିଆର ମନୋବଳକୁ…ସାମ୍ବାଦିକଙ୍କୁ ମାଡ଼ ମାରି ପରିସ୍ରା ପିଇବାକୁ ଦେଲେ ଭାଜପା ନେତା, ଅଖିଳେଶ ଯାଦବ କହିଲେ ମିଡିଆର ମନୋବଳକୁ…

ସାମ୍ବାଦିକଙ୍କୁ ମାଡ଼ ମାରି ପରିସ୍ରା ପିଇବାକୁ ଦେଲେ ଭାଜପା ନେତା, ଅଖିଳେଶ ଯାଦବ କହିଲେ ମିଡିଆର ମନୋବଳକୁ…

ଲକ୍ଷ୍ନୌ,୩ା୧୧: ଉତ୍ତରପ୍ରଦେଶର ହମିରପୁରରେ ଦୁଇ ସାମ୍ବାଦିକଙ୍କୁ ଉଲଗ୍ନ କରି ପିଟାଯିବା ପରେ ପରିସ୍ରା ପିଆଇବା ପରି ମାମଲା ସାମ୍ନାକୁ ଆସିଛି। ସାମ୍ବାଦିକମାନେ ଭାଜପା ନଗର ପଞ୍ଚାୟତ ଅଧ୍ୟକ୍ଷ…

3 months ago
ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦:  ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା…

3 months ago
ୱାକଫ୍‌ ବୋର୍ଡ ଆଇନ୍‌ ସଂଶୋଧନ ବିରୋଧରେ ବାହାରିଲେ ଅଖିଳେଶଙ୍କ ସମେତ ଅନେକ ନେତାୱାକଫ୍‌ ବୋର୍ଡ ଆଇନ୍‌ ସଂଶୋଧନ ବିରୋଧରେ ବାହାରିଲେ ଅଖିଳେଶଙ୍କ ସମେତ ଅନେକ ନେତା

ୱାକଫ୍‌ ବୋର୍ଡ ଆଇନ୍‌ ସଂଶୋଧନ ବିରୋଧରେ ବାହାରିଲେ ଅଖିଳେଶଙ୍କ ସମେତ ଅନେକ ନେତା

ନୂଆଦିଲ୍ଲୀ, ୦୮।୦୮: ୱାକଫ୍‌ ବୋର୍ଡ ଆଇନ୍‌ ସଂଶୋଧନକୁ ଖୋଲାଖୋଲି ଭାବେ କେତେକ ବିପକ୍ଷ ଦଳର ନେତା ବିରୋଧ କରିଛନ୍ତି । ସମାଜବାଦି ପାର୍ଟି ନେତା ଅଖିଳେଶ ଯାଦବ…

6 months ago
ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର…

6 months ago
‘ଜୟନ୍ତ ଚୌଧୁରୀଙ୍କ ପାଇଁ ଅଖିଳେଶଙ୍କ ଦ୍ୱାର ସବୁବେଳେ ଖୋଲା’‘ଜୟନ୍ତ ଚୌଧୁରୀଙ୍କ ପାଇଁ ଅଖିଳେଶଙ୍କ ଦ୍ୱାର ସବୁବେଳେ ଖୋଲା’

‘ଜୟନ୍ତ ଚୌଧୁରୀଙ୍କ ପାଇଁ ଅଖିଳେଶଙ୍କ ଦ୍ୱାର ସବୁବେଳେ ଖୋଲା’

ନୂଆଦିଲ୍ଲୀ,୨୪ା୭: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏକ ସମ୍ମିଳନୀରେ ତାଙ୍କର ପୁରୁଣା ସହଯୋଗୀ ତଥା କେନ୍ଦ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ବିଷୟରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଯେତେବେଳେ…

6 months ago
୨୦୨୭ରେ ଆମେ ଗଢ଼ିବୁ ସରକାର: ଅଖିଳେଶ୨୦୨୭ରେ ଆମେ ଗଢ଼ିବୁ ସରକାର: ଅଖିଳେଶ

୨୦୨୭ରେ ଆମେ ଗଢ଼ିବୁ ସରକାର: ଅଖିଳେଶ

ନୂଆଦିଲ୍ଲୀ,୨୪ା୭: ଅଖିଳେଶ ଯାଦବ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିଷୟରେ ସୋସିଆଲ ମିଡିଆରେ ଅନେକ କିଛି ପୋଷ୍ଟ କରିଛନ୍ତି। ସେ କହିଛନ୍ତି, କେଶବ ପ୍ରସାଦଙ୍କ ବିଷୟରେ…

6 months ago
ବଜେଟ୍‌ ପୂର୍ବରୁ ଅଖିଳେଶ୍‌ଙ୍କ ବିସ୍ଫୋରକ ବୟାନ, ୧୦ ବର୍ଷରେ…ବଜେଟ୍‌ ପୂର୍ବରୁ ଅଖିଳେଶ୍‌ଙ୍କ ବିସ୍ଫୋରକ ବୟାନ, ୧୦ ବର୍ଷରେ…

ବଜେଟ୍‌ ପୂର୍ବରୁ ଅଖିଳେଶ୍‌ଙ୍କ ବିସ୍ଫୋରକ ବୟାନ, ୧୦ ବର୍ଷରେ…

ନୂଆଦିଲ୍ଲୀ, ୨୩।୭: ଦେଶରେ ସାଧାରଣ ନିର୍ବାଚନ ପରେ ତୃତୀୟ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ଼୍ବରେ ଏନ୍‌ଡିଏ ସରକାର ଗଠନ ହୋଇଛି । ଗତକାଲି ଅର୍ଥାତ ସୋମବାର…

6 months ago
ଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶ

ଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶ

କୋଲକାତା,୨୦ା୭: ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପରେ ମୁମ୍ବାଇରେ ଇଣ୍ଡିଆ ମିଳିତ ମେଣ୍ଟ ଏକାଠି ହୋଇଥିଲେ। ଏବେ ପୁଣି ଥରେ ସମାନ…

6 months ago
ନାଁ ନ ନେଇ ଖୋଲା ଅଫର ଦେଲେ ଅଖିଳେଶ: କହିଲେ ‘୧୦୦ ଆଣ, ସରକାର ଗଢ଼’ନାଁ ନ ନେଇ ଖୋଲା ଅଫର ଦେଲେ ଅଖିଳେଶ: କହିଲେ ‘୧୦୦ ଆଣ, ସରକାର ଗଢ଼’

ନାଁ ନ ନେଇ ଖୋଲା ଅଫର ଦେଲେ ଅଖିଳେଶ: କହିଲେ ‘୧୦୦ ଆଣ, ସରକାର ଗଢ଼’

ଲକ୍ଷ୍ନୌ,୧୮।୭: ଲୋକ ସଭା ନିର୍ବାଚନ ୨୦୨୪ ଫଳାଫଳ ଘୋଷଣା ହେବା ପରେ ଉତ୍ତରପ୍ରଦେଶ ଭାଜପାରେ ହଲଚଲ ଦେଖିବାକୁ ମିଳୁଛି। ଦଳ ପକ୍ଷରୁ ଗୋଟିଏ ପରେ ଗୋଟିଏ ବୈଠକ…

6 months ago
ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…

ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…

ଲକ୍ଷ୍ନୌ,୨୯।୬: ଲୋକ ସଭା ନିର୍ବାଚନ ୨୦୨୪ରେ ଦେଶର ୩ୟ ସର୍ବବୃହତ ଦଳ ପାଲଟିଛି ସମାଜବାଦୀ ପାର୍ଟି। ଏହାକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। କେବଳ…

7 months ago