Advertisement

Amit saha

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ଶାହାଙ୍କୁ…

2 weeks ago
ସୀମାରେ ରହିବ ଇଲେକ୍ଟ୍ରୋନିକ ସର୍ଭିଲାନ୍ସ ସିଷ୍ଟମ, ଶାହା କହିଲେ ସବୁ ଉଦ୍ୟମ ହେବ ପଣ୍ଡସୀମାରେ ରହିବ ଇଲେକ୍ଟ୍ରୋନିକ ସର୍ଭିଲାନ୍ସ ସିଷ୍ଟମ, ଶାହା କହିଲେ ସବୁ ଉଦ୍ୟମ ହେବ ପଣ୍ଡ

ସୀମାରେ ରହିବ ଇଲେକ୍ଟ୍ରୋନିକ ସର୍ଭିଲାନ୍ସ ସିଷ୍ଟମ, ଶାହା କହିଲେ ସବୁ ଉଦ୍ୟମ ହେବ ପଣ୍ଡ

ଜମ୍ମୁ,୮।୪: ଜମ୍ମୁ-କଶ୍ମୀରର ତିନି ଦିନିଆ ଗସ୍ତର ଦ୍ୱିତୀୟ ଦିନରେ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଠୁଆର ସୀମାନ୍ତ ପୋଷ୍ଟ ‘ବିନୟ’ ପରିଦର୍ଶନ କରିଥିଲେ। ଏହି ସମୟରେ ଅମିତ…

2 weeks ago
ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ…

1 month ago
କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣାକଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣା

କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨।୧: ବଦଳିପାରେ ଜମ୍ମୁ କଶ୍ମୀରର ନାମ। ଏହାକୁ କଶ୍ମୀର ନୁହେଁ ବରଂ କାଶ୍ୟପ ନାମରେ ନାମିତ କରାଯାଇପାରିବ ବୋଲି ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି।…

4 months ago
ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବିସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା…

4 months ago
ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ…

4 months ago
ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟିଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି…

4 months ago
ଅମିତ ଶାହାଙ୍କୁ ପାଗଳ କହିଲେ ଲାଲୁ ଯାଦବ, କାରଣ ଜାଣିଲେ…ଅମିତ ଶାହାଙ୍କୁ ପାଗଳ କହିଲେ ଲାଲୁ ଯାଦବ, କାରଣ ଜାଣିଲେ…

ଅମିତ ଶାହାଙ୍କୁ ପାଗଳ କହିଲେ ଲାଲୁ ଯାଦବ, କାରଣ ଜାଣିଲେ…

ପାଟ୍‌ନା,୧୯ା୧୨: ଭାରତର ସମ୍ବିଧାନର ୭୫ ବର୍ଷର ଗୌରବମୟ ଯାତ୍ରା ଉପରେ ସଂସଦରେ ଆଲୋଚନା ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆମ୍ବେଦକରଙ୍କୁ ନେଇ ମନ୍ତବ୍ୟ ଏକ ଆଲୋଡ଼ନ…

4 months ago
‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ…

4 months ago
ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ…

5 months ago
ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…

ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…

ନୂଆଦିଲ୍ଲୀ/କୋଲକାତା,୨୭ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ କହିଛନ୍ତି ଯେ, ଏଠାରେ ଅନୁପ୍ରବେଶ ବନ୍ଦ ହେଲେ ପଶ୍ଚିମବଙ୍ଗରେ ଶାନ୍ତି ସମ୍ଭବ।…

6 months ago
ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ।…

7 months ago