ବିଜେଡି ସଜନା ଗଛ ହେଲେ, ଆମେ ସଁବାଳୁଆ କାହିଁକି ଏମିତି କହିଲେ କର୍ପୋରେଟର ଅମରେଶ ଜେନା ଭୁବନେଶ୍ୱର,୩୧ା୧୦: ଭୁବନେଶ୍ୱର ବିଜେଡିରେ ଥମୁନି କନ୍ଦଳ। ଜଣେ ପରେ ଜଣେ ବିସ୍ଫୋରକ ବୟାନ ଦେଇ ଚର୍ଚ୍ଚାକୁ ଆସୁଛନ୍ତି। ଏବେ ଆଉ ଜଣେ ନେତା ତେର୍ଚ୍ଛାବାଣ ମାରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଅସଲ କଥା ହେଲା...