ଆବେଦନ ଲାଗି ଟଙ୍କା ମାଗିବାରୁ ୨ ଜନସେବା କେନ୍ଦ୍ର ଉପରେ କଡା କାର୍ଯ୍ୟାନୁଷ୍ଠାନ: ଅଙ୍ଗନୱାଡି କର୍ମୀଙ୍କ ଦରମା ବନ୍ଦ କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): ରାଜ୍ୟ ସରକାରଙ୍କ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା କାର୍ଯ୍ୟକାରିତାରେ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବାଧା ସୃଷ୍ଟି ହୋଇଛି। ଏପରି ଅଭିଯୋଗ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ସହ ୩ ଜଣଙ୍କ ଉପରେ ଗୁରୁବାର...
ସୁଭଦ୍ରା ଯୋଜନା ଫର୍ମ ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ରଣପୁର,୩ା୯(ସୁକାନ୍ତ କିଶୋର ଡାକୁଆ): ସୁଭଦ୍ରା ଯୋଜନା ଫର୍ମ ପାଇଁ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆହତ...