ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି…