Tag Archives: Arvind Kejriwal

କେଜ୍‌ରିଓ୍ବାଲ୍‌ଙ୍କୁ ଜାମିନ ମିଳିବା ପରେ ଆପ୍‌ର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ଦେଇଛନ୍ତି। ଏହା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆପ୍‌ କହିଛି, ସତ୍ୟର ଜୟ ହୋଇଛି।...

ମିଛ-ମନଗଢ଼ା କାହାଣୀରେ ମୋତେ ଫସାଯାଇଛି, ଗିରଫଦାରୀ ଅବୈଧ: ହାଇକୋର୍ଟରେ କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୭: ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ବନ୍ଦ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରେ ତାଙ୍କୁ ଫସାଯାଇଥିବା କହିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଏମ ଜାଲ ତଥା ମନଗଢ଼ା କାହାଣୀରେ ଫସାଇଛି। ଏପରିକି ତାଙ୍କ ଗିରଫଦାରୀ...

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ ସ୍ପଷ୍ଟ କରିଛି ଯେ ଅରବିନ୍ଦ କୋଜରିୱାଲ୍‌ଙ୍କୁ ଛାଡ଼ି ମାମଲାରେ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରି: ସିବିଆଇକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ, ୦୩।୦୭: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଖୁବ୍‌ଶୀଘ୍ର ନିୟମିତ ଜାମିନ ପାଇଁ ଆବେଦନ କରିବେ। ଏନେଇ କେଜ୍‌ରିଓ୍ବାଲଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ...

ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ ଘଟଣା, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ, ୨୯।୦୬: ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ହାଜର କରିଛି ସିବିଆଇ । କୋର୍ଟଙ୍କୁ ସିବିଆଇ ଅଧିକାରୀ କେଜ୍ରିଆଲ୍‌ଙ୍କୁ ଆଉ ରିମାଣ୍ଡରେ ନେବାକୁ...

‘କେଜ୍‌ରିଓ୍ବାଲଙ୍କ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି’

ନୂଆଦିଲ୍ଲୀ,୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଉପରେ ଅସ୍ଥାୟୀ ଭାବେ ରୋକ ଲଗାଯିବା ପରେ ଆମ ଆଦ୍‌ମୀ ପାର୍ଟି ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଦଳ ତାନାଶାହାଙ୍କ ଶାସନ ବୋଲି...

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା; ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୬: ମଦ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନକୁ ବିରୋଧ...

କେଜ୍‌ରିଓ୍ବାଲ ଜେଲ୍‌ରୁ ବାହାରିବା ପୂର୍ବରୁ ହାଇକୋର୍ଟ ଗଲା ଇଡି

ନୂଆଦିଲ୍ଲୀ,୨୧ା୬: ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ...

ଇଣ୍ଡିଆ ମେଣ୍ଟ-ଭାଜପାକୁ କେତେ ସିଟ୍‌ ମିଳିବ ସ୍ପଷ୍ଟ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ସାକ୍ଷାତକାରରେ ଭାଜପାକୁ ଖୋଲା ଚ୍ୟାଲେଞ୍ଜ୍‌ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ପଞ୍ଜାବର ୩କୋଟି ଲୋକଙ୍କୁ ଶାହା ଖୋଲାଖୋଲି ଭାବେ ଧମକ ଦେଇଛନ୍ତି। ଏନେଇ କେଜ୍‌ରିଓ୍ବାଲ...

ଜୁନ୍‌ ୧ରେ ଜେଲ୍‌ ଯିବେ କେଜ୍‌ରିଓ୍ବାଲ, ୬ରେ ରାହୁଲ ଗାନ୍ଧୀ ଯିବେ…

ନୂଆଦିଲ୍ଲୀ,୨୭ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି। ଶାହା କହିଛନ୍ତି, କେଜ୍‌ରିଓ୍ବାଲଙ୍କୁ ଜୁନ୍‌ ୧ରେ ଜେଲ ଯିବାକୁ ପଡ଼ିବ ଏବଂ ରାହୁଲ ବାବା...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଏଏପି ସୁପ୍ରିମୋ। ଏପରିକି ରବିବାର ଦଳର ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri