Tag Archives: Arvind Kejriwal

ଗିରଫଦାରୀକୁ କେଜ୍ରିୱାଲଙ୍କ ଚ୍ୟାଲେଞ୍ଜ, ତତ୍କାଳ ଶୁଣାଣି କରିବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୩।୩: ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହାଇକୋର୍ଟ ଦ୍ୱାରସ୍ତ ହୋଇଛନ୍ତି। କେଜ୍ରିୱାଲ ଏହି ମାମଲାରେ ଗିରଫ ଏବଂ ହେପାଜତକୁ ଚ୍ୟାଲେଞ୍ଜ କରିଥିଲା ବେଳେ କୋର୍ଟ ମାମଲାର ତତ୍କାଳ ଶୁଣାଣି...

ହାଇକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଇଡି ପକ୍ଷରୁ ଗିରଫ ଏବଂ ରିମାଣ୍ଡକୁୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କେଜ୍‌ରିୱାଲଙ୍କୁ ଜାମିନ ଦେବାକୁ ମନା କରିଦେଇଥିଲେ ଏବଂ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ...

ଅରବିନ୍ଦ କେଜ୍‌ରିଓ୍ବାଲ ଗିରଫ ହେବା ପଛରେ କଂଗ୍ରେସର ହାତ!

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମନି ଲଣ୍ଡରିଂ ଆଇନ୍‌(ପିଏମ୍‌ଏଲ୍‌ଏ) ଅନୁଯାୟୀ ଗିରଫ କରାଯାଇଛି। କୋର୍ଟ ତାଙ୍କୁ ମାର୍ଚ୍ଚ ୨୬ ଯାଏ ଇଡି ରିମାଣ୍ଡରେ ପଠାଇଛି। ଏହାକୁ ସମସ୍ତ ବିରୋଧୀ ଦଳ ଗଣତନ୍ତ୍ରର ହତ୍ୟା ବୋଲି ଅବିହିତ କରୁଛନ୍ତି। ଏପରିକି...

‘ତିହାର ଜେଲ୍‌ରେ ଆପଣଙ୍କୁ ସ୍ବାଗତ’…କେଜ୍‌ରିଓ୍ବାଲଙ୍କୁ ଚିଠି ଲେଖିଲେ ମହାଠକ ସୁକେଶ

ନୂଆଦିଲ୍ଲୀ,୨୩।୩: ମହାଠକ ସୁକେଶ ଚନ୍ଦ୍ରଶେଖର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଜେଲରୁ ୫ ପୃଷ୍ଠାର ଏକ ଚିଠି ଲେଖିଛନ୍ତି। ମାର୍ଚ୍ଚ ୨୨ରେ ଲେଖିଥିବା ଚିଠିରେ ସେ ‘କେଜ୍‌ରିଓ୍ବାଲ ଆପଣଙ୍କୁ ତିହାର କ୍ଲବ୍‌ରେ ସ୍ବାଗତ’ ବୋଲି ଲେଖିଛନ୍ତି। ତାଙ୍କର...

ହୋଲି ପାଳିବ ନାହିଁ AAP, ମାର୍ଚ୍ଚ ୨୬ରେ ପ୍ରଧାନମନ୍ତ୍ରୀ ଆବାସ ଘେରିବ

ନୂଆଦିଲ୍ଲୀ,୨୨।୩: ଚଳିତ ବର୍ଷ ହୋଲି ପାଳିବ ନାହିଁ ଆମ ଆଦମୀ ପାର୍ଟି(ଏଏପି)। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଥା ଏଏପି ସୁପ୍ରିମୋ ଗିରଫ ହେବା ପରେ କିଛି ଏଭଳି ନିଷ୍ପତ୍ତି ନେଇଛି ଦଳ। ଏପରିକି ଇଡିର ଗିରଫଦାରୀକୁ ବିରୋଧ କରି...

ଇଡି ଅଧିକାରୀଙ୍କ ଉପରେ ଗୋଇନ୍ଦାଗିରି କରୁଥିଲେ ଅରବିନ୍ଦ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ଆହୁରି ବଢିପାରେ। ସୂତ୍ରରୁ ପ୍ରକାଶ ଯେ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀଙ୍କ ଉପରେ ଗୁଇନ୍ଦାଗିରି କରୁଥିଲେ। ଅନୁସନ୍ଧାନକାରୀ ସଂସ୍ଥା ଏହାର ପ୍ରମାଣ ମଧ୍ୟ...

୧୦୦ କୋଟି ଟଙ୍କା ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି, ଜାଣନ୍ତୁ ତାଙ୍କର ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି। ଦିଲ୍ଲୀ ହାଇକୋର୍ଟ ଏହି ମାମଲାରେ ମନ୍ତବ୍ୟ ଦେଇ କହିଥିଲେ କି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଗିରଫରୁ ସୁରକ୍ଷା ଦିଆଯାଇ ପାରିବ ନାହିଁ। ଏହାପରେ...

କ୍ଷମତାସୀନ ମୁଖ୍ୟମନ୍ତ୍ରୀ ଗିରଫ, ଭାରତୀୟ ଇତିହାସରେ ପ୍ରଥମ

ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି। ଭାରତୀୟ ଇତିହାସରେ ଏଭଳି ଘଟଣା ପ୍ରଥମ ଥର ଘଟିଛି, ଯେଉଁଠି ଜଣେ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ଗିରଫ ହୋଇଛନ୍ତି। ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କୁ...

ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୧।୩: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଗୁରୁବାର କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ତାଙ୍କ ବାସଭବନରେ ପହଞ୍ଚିଥିଲା। ମନି ଲଣ୍ଡରିଂ ଆକ୍ଟ (PMLA) ର ଧାରା ୫୦ ଅନୁଯାୟୀ ତଦନ୍ତକାରୀ ଦଳ...

କେଜ୍ରିୱାଲଙ୍କୁ ଜେରା କରୁଛି ଇଡି, ସୁପ୍ରିମକୋର୍ଟ ପହଞ୍ଚିଲା ଲିଗାଲ ଟିମ୍

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର ଅବକାରୀ ନୀତି ମାମଲାରେ ସମନ ଦେବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ର ଏକ ଟିମ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। ମନି ଏଜେନ୍ସି ଲଣ୍ଡରିଂ ଆକ୍ଟ (PMLA) ର ଧାରା 50 ଅନୁଯାୟୀ ଅନୁସନ୍ଧାନକାରୀ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ,୨୧।୩: ହାଇକୋର୍ଟରୁ ଗିରଫ ପାଇଁ ଜାମିନ ନାମଞ୍ଜୁର ହୋଇଯିବା ପରେ ଗୁରୁବାର ସନ୍ଧ୍ୟାରେ ଇଡି ଦଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛି। କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବା ପାଇଁ ଇଡିର ଅନେକ ଥର ସମନ...

ଗିରଫ ହେବା ଭୟ…ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୧।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଏହି ମାମଲାରେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri