Tag Archives: Arvind Kejriwal

ସିଏଏ ଦେଶ ପାଇଁ ବହୁତ ଖରାପ, ପାକିସ୍ତାନୀଙ୍କ ଉପରେ ଖର୍ଚ୍ଚ ହେବ ଟଙ୍କା: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ବନ୍ଧରେ ବଡ଼ ବୟାନ ଦେଇଛନ୍ତି। କେଜ୍‌ରିୱାଲ କହିଛନ୍ତି ଯେ ସରକାରଙ୍କ ପାଖରେ ଭାରତର ଲୋକଙ୍କ ପାଇଁ ଟଙ୍କା ନାହିଁ। ମାତ୍ର ଏଠାରେ ପାକିସ୍ତାନ ଲୋକଙ୍କୁ ଥଇଥାନ କରିବାକୁୁ ଚାହୁଁଛନ୍ତି।...

ଯଦି ମୁଁ ଭାଜପାରେ ସାମିଲ ହୋଇଯିବି, ଇଡି ସମନ ମିଳିବା ବନ୍ଦ ହୋଇଯିବ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୭।୩: ଅବକାରୀ ଦୁର୍ନୀତି ମାମଲାରେ ଏଯାବତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ କରାଯାଇଥିବା ୮ ସମନକୁ ଅଣଦେଖା କରିସାରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ଏଣୁ ତାଙ୍କ ବିରୋଧରେ ମୋକଦ୍ଦମା ଚଲାଇବାକୁ ଦାବି କରି ଦିଲ୍ଲୀର ଏକ କୋର୍ଟରେ ନୂଆ ମାମଲା ଦାୟର...

ଏଥର ଇଡି ସାମ୍ନାରେ ହାଜର ହେବେ କି କେଜ୍‌ରିଓ୍ବାଲ? ପଠାଗଲା ୭ମ ସମନ

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୭ମ ସମନ ଜାରି କରିଛି। ଦିଲ୍ଲୀ ଅବକାରୀ ନୀତି ମାମଲା ସହ ଜଡ଼ିତ ମାମଲାରେ ତାଙ୍କୁ ପଚରାଉଚରା କରାଯିବ। ଫେବୃଆରୀ ୨୬ରେ ଇଡି ସମ୍ମୁଖରେ ହାଜର ହେବାକୁ କୁହାଯାଇଛି। ନିକଟରେ...

ଆସ୍ଥା ଭୋଟ ଜିତି ଶକ୍ତି ପ୍ରଦର୍ଶନ କଲେ କେଜ୍‌ରିଓ୍ବାଲ, କହିଲେ ୨୦୨୯ ନିର୍ବାଚନରେ ଭାଜପାକୁ ମୂଳପୋଛ କରିବ ଏଏପି…

ନୂଆଦିଲ୍ଲୀ,୧୭।୨: ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିୱାଲ। ନିଜ ଆଡୁ ଆସ୍ଥା ଭୋଟ ପ୍ରସ୍ଥାବ ଆଣି ଶନିବାର ସେ ଶକ୍ତି ପ୍ରଦର୍ଶନ କରିଛନ୍ତି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ୬୩ ଆସନ ପାଇଛନ୍ତି। ଏହାପରେ ଭାଜପା...

ସଂଖ୍ୟା ଗରିଷ୍ଠତା ଥାଇ ବି ଆସ୍ଥା ଭୋଟ୍‌ ଲୋଡ଼ିଲେ କେଜ୍‌ରିଓ୍ବାଲ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବିଧାନସଭାରେ ତାଙ୍କ ସରକାରର ଶକ୍ତି ପ୍ରଦର୍ଶନ ପାଇଁ ଶୁକ୍ରବାର ଆସ୍ଥାଭୋଟ ଲୋଡ଼ିଛନ୍ତି। ଶନିବାର ଏହା ଉପରେ ଆଲୋଚନା ହେବ। ତେବେ ବିରୋଧୀ ଦଳ ପକ୍ଷରୁ କୌଣସି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯାଇଥାଏ।...

ମଦ ଘୋଟାଲା ମାମଲାରେ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନ କଲା ଇଡି

ନୂଆଦିଲ୍ଲୀ,୧୪।୨: କଥିତ ମଦ ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଷଷ୍ଠ ଥର ପାଇଁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଫେବୃଆରୀ ୧୯ ତାରିଖରେ ହଜାର ହେବାକୁ ଇଡି କହିଛି। ଏହା ପୂର୍ବରୁ ଇଡି କେଜ୍ରିୱାଲଙ୍କୁ ୫ ଥର ସମନ...

ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।...

ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହେଲା ଇଡି, ପାଞ୍ଚ ଥର ନୋଟିସ ପରେ ହେଉନାହାନ୍ତି ହାଜର

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହୋଇଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଅବନକାରୀ ଦୁର୍ନୀତି ମାମଲାରେ ପାଞ୍ଚ ଥର ସମନ କରିବା ପରେ ମଧ୍ୟ ଇଡି ନିକଟରେ ହାଜର ନ ହେବାରୁ କୋର୍ଟର...

ଇଡିର ଚତୁର୍ଥ ସମନରେ ବି ହାଜର ହେବେ ନାହିଁ କେଜ୍‌ରିଓ୍ବାଲ! ଗୋଆ ଗସ୍ତରେ ଯିବେ…

ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚତୁର୍ଥ ସମନକୁ ମଧ୍ୟ ଏଡ଼ାଇ ଯାଇପାରନ୍ତି। ମନି ଲଣ୍ଡରିଂ ମାମଲାରେ ଇଡି ତାଙ୍କୁ ଗୁରୁବାର ହାଜର ହେବାକୁ କହିଥିଲା। ହେଲେ କେଜ୍‌ରିଓ୍ବାଲଙ୍କର ୩ ଦିନିଆ ଗୋଆ ଗସ୍ତର କାର୍ଯ୍ୟକ୍ରମ ରହିଛି।...

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ପୁଣି ନୋଟିସ କଲା ଇଡି

ନୂଆଦିଲ୍ଲୀ,୧୮।୧୨: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା ପାଇଁ ପୁଣିଥରେ ନୋଟିସ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏହି ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ...

ଜେଲରୁ ସରକାର ଚଲାଇବେ ଅରବିନ୍ଦ କେଜ୍ରିୱାଲ; ଜାଣନ୍ତୁ କାହିଁକି ଏପରି କହିଲେ ଦିଲ୍ଲୀ ବିଧାୟକ

ନୂଆଦିଲ୍ଲୀ,୬/୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନୋଟିସ ପଠାଇବା ପରେ ଆମ୍ ଆଦମୀ ପାର୍ଟି(ଏଏପି) ର ଚିନ୍ତା ବଢିଯାଇଛି। ଏଥିପାଇଁ ଏଏପି ଆଗୁଆ କୋର୍ଟ ଶରଣରେ ଯିବାକୁ ନିଷ୍ପତି ନେଇଛି। ଯଦି ଇଡି ଭବିଷ୍ୟତରେ କେଜ୍ରିୱାଲଙ୍କୁ ଗିରଫ...

କେଜ୍‌ରିଓ୍ବାଲ ଭ୍ରଷ୍ଟାଚାରର ସାଗର, ସଚ୍ଚୋଟ ନୁହନ୍ତି ପୂରା ଅଲାଜୁକ : ଭାଜପା

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ଶୁକ୍ରବାର ହାଜର ହୋଇନାହାନ୍ତି। ଏହା ତାଙ୍କର ଡରକୁ ଦର୍ଶାଉଛି ବୋଲି ଭାରତୀୟ ଜନତା ପାର୍ଟୀ(ଭାଜପା) କଟାକ୍ଷ କରିଛି। ଇଡି ସମ୍ମୁଖରେ ହାଜର ନ ହୋଇ କେଜ୍‌ରିଓ୍ବାଲ ସ୍ପଷ୍ଟ କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri