ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧାରା ପଡିଛନ୍ତି। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସହକାରୀ...