ଭବ୍ୟ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବ ରାମ ଦରବାର
ଅଯୋଧ୍ୟା,୮।୪: ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ପ୍ରାୟ ଦେଢ଼ ବର୍ଷ ପରେ ଏବେ ଆଉ ଏକ ପ୍ରାଣ ପ୍ରତିଷ୍ଠ ହେବାକୁ ଯାଉଛି। ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ବିଶାଳ ଦରବାର ମଧ୍ୟ ନିର୍ମିତ...
ଅଯୋଧ୍ୟା,୮।୪: ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ପ୍ରାୟ ଦେଢ଼ ବର୍ଷ ପରେ ଏବେ ଆଉ ଏକ ପ୍ରାଣ ପ୍ରତିଷ୍ଠ ହେବାକୁ ଯାଉଛି। ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ବିଶାଳ ଦରବାର ମଧ୍ୟ ନିର୍ମିତ...
ଅଯୋଧ୍ୟା,୬।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି ପବିତ୍ର ଦିନରେ ରାମଲଲାଙ୍କର ସୂର୍ଯ୍ୟ ତିଲକ କରାଯାଇଛି। ସୂର୍ଯ୍ୟଙ୍କ କିରଣ ମାଧ୍ୟମରେ ରାମଲଲାଙ୍କ ମସ୍ତକରେ ତିଲକ କରାଯାଇଛି। କେବଳ ଅଯୋଧ୍ୟା...
ଅଯୋଧ୍ୟା,୧୨।୨:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ହସ୍ପିଟାଲ ପକ୍ଷରୁ...
ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର,...
ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଚୋରି ହୋଇଥିବା ଲାଇଟ୍ଗୁଡ଼ିକର ଆନୁମାନିକ ମୂଲ୍ୟ ୫୦ ଳକ୍ଷ ଟଙ୍କା ହେବ।...
ଅଯୋଧ୍ୟା,୧୫ା୭: ଅଯୋଧ୍ୟାରେ ଜାତୀୟ ସୁରକ୍ଷା ଗାର୍ଡ (ଏନ୍ଏସ୍ଜି) ହବ୍ ନିର୍ମାଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ଏହା ପରେ ଏନ୍ଏସ୍ଜି କଣ୍ଟିଜେଣ୍ଟ ସ୍ଥାୟୀ ଭାବରେ ଏଠାରେ ନିୟୋଜିତ ହେବ। ଏ ବାବଦରେ ୧୭ ଜୁଲାଇରେ ଏନ୍ଏସ୍ଜିର ଏକ ଦଳ...
ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ...
ମୁମ୍ବାଇ: ସଲମାନ ଖାନଙ୍କ ଫିଲ୍ମ ‘କିକ୍’ରୁ ହିଟ୍ ଗୀତ ‘ଜୁମେ କି ରାତ୍’ଗାଇ ପଲକ ମୁଚାଲ ଚର୍ଚ୍ଚାକୁ ଆସିଥିଲେ। ସେ ବର୍ତ୍ତମାନ ଅଯୋଧ୍ୟା ରାମମନ୍ଦିରରେ ଭଜନ ଗାନ କରିବେ। ମାର୍ଚ୍ଚ ୮ରେ ସେ ଏକ ଦାନ ଅଭିଯାନ ପାଇଁ ମନ୍ଦିର...
ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...
ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍ପିଏଫ୍...
ଅଯୋଧ୍ୟା,୨୨।୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା...
ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଶ୍ରୀରାମଲାଲା ବିରାଜମାନର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଐତିହାସିକ କରିବାପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଏହି ଭବ୍ୟ ଉତ୍ସବକୁ ଦେଖିବାପାଇଁ ହଜାର ହଜାର ସଂଖ୍ୟାରେ...