ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ...
ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା ଜୀବନ l ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ନାଟକ ଆୟୋଜନ...
ଅଙ୍ଗନୱାଡ଼ି କେନ୍ଦ୍ରରେ ନଳକୂପ ଅଚଳ: କେବେ ସୁଧୁରିବ ପାଣି ସମସ୍ୟା ? ବାଲିଗୁଡା,୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା...
ଶଟ୍ ସର୍କିଟ୍ରୁ ଜଳିଗଲା ମିକ୍ସଚର୍ ଫ୍ୟାକ୍ଟ୍ରି; ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ ପୋଡ଼ି ପାଉଁଶ ବାଲିଗୁଡ଼ା,୨୯।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଊଦ୍ଧର୍ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ପ୍ରତିଦିନ...
ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ...
ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ...
ଠିକାଦାର ଓ ଯନ୍ତ୍ରୀ ମଧୁଚଦ୍ରିକା: ବେଲଘର ଠାରେ ପୂର୍ତ୍ତ ବିଭାଗର ନିମ୍ନ ମାନର ଗାର୍ଡୱାଲ ନିର୍ମାଣ ବାଲିଗୁଡ଼ା,୨୭ା୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ମାତୃଗାଁ ଠାରୁ ବେଲଘର ୨୭ କିଲୋମିଟର ଓ ବେଲଘର ଠାରୁ ଝିରିପାଣି ୧୧ କିଲୋମିଟର ରାସ୍ତା ବାଲିଗୁଡ଼ା ପୂର୍ତ୍ତ ବିଭାଗ ବିଭାଜନ ଅଧୀନରେ ରହିଛି।...
ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା ମତଦାନ ପାଇଁ ଜୋରଦାର ଚାଲିଛି ପ୍ରଚାର। ସମୟ ଯେତିକି ପାଖେଇ ଆସୁଛି, ପ୍ରାର୍ଥୀ...