Tag Archives: Bangladesh

ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍

ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା ପ୍ରକଟ କରିଛି। ସଂଖ୍ୟାଲଘୁଙ୍କ ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜାକ ସଲିଭାନ୍...

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଶାସନ କାଳରେ ‘ବାଧ୍ୟତାମୂଳକ ନିଖୋଜ’ ଘଟଣାରେ ଭାରତର...

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା...

ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ ଚାକିରିରୁ ହିନ୍ଦୁମାନଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଉଛି। ସେମାନେ ମୁସଲମାନ ମହିଳାଙ୍କୁ...

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୨୨୧ ରନ କରିଥିବାବେଳେ ବାଂଲାଦେଶ...

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ଅର୍ଦ୍ଧଶତକ...

ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…

ଢାକା,୧୬ା୯: ଶେଖ୍‌ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣିବା ପରେ ଲାଗୁଛି ଯେ; ବାଂଲାଦେଶ ବର୍ତ୍ତମାନ ପାକିସ୍ତାନ ସହ ବନ୍ଧୁତା ସ୍ଥାପନ...

ଭାରତକୁ ଇଲିଶି ରପ୍ତାନି ଉପରେ ବାଂଲାଦେଶର କଟକଣା

ଢାକା, ୯।୯: ବାଂଲାଦେଶର ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାରଙ୍କ ଭାରତ ପ୍ରତି କଠୋର ମନୋଭାବର ଆଭାସ ମିଳିଛି। ଦୁର୍ଗାପୂଜା ନିକଟତର ହେଉଥିବାବେଳେ ବାଂଲାଦେଶ ସରକାର ଭାରତକୁ ପଦ୍ମା ହିଲ୍‌ଶା ବା ଇଲିଶି ରପ୍ତାନି ଉପରେ କଟକଣା ଲଗାଇଛନ୍ତି। ଏହାକୁ...

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଏହି ଖେଳାଳିଙ୍କୁ ପ୍ରଥମ ଥର ମିଳିଲା ସୁଯୋଗ

ମୁମ୍ବାଇ,୮।୯: ବାଂଲାଦେଶ ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ପ୍ରଥମ ଟେଷ୍ଟ ପାଇଁ ଘୋଷଣା କରାଯାଇଥିବା ଦଳକୁ ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁର୍ଘଟଣା କାରଣରୁ...

ଘରକୁ ଫେରିବେ କି ହାସିନା? ବାଂଲାଦେଶ ସହ ‘ପ୍ରତ୍ୟର୍ପଣ ସନ୍ଧି’ ପରେ ଚିନ୍ତାରେ ଭାରତ

ଢାକା/ନୂଆଦିଲ୍ଲା,୨୨ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ତାଙ୍କ ଦେଶକୁ ଫେରିବେ କି ନାହିଁ ଏହି ପ୍ରସଙ୍ଗରେ ଖୁବ୍‌ ଆଲୋଚନା ଚାଲିଛି। ଏହାର କାରଣ ହେଉଛି ବାଂଲାଦେଶରେ ତାଙ୍କ ବିରୋଧରେ ଅନେକ ଆପରାଧିକ ମାମଲା ବିଚାରାଧୀନ ଅଛି। ଏଭଳି ପରିସ୍ଥିତିରେ...

ବିପଦରେ ପଡ଼ିବ ବନ୍ଧୁତା, ହାସିନାଙ୍କ ବିବୃତ୍ତି ପରେ ଭାରତକୁ ଚେତାବନୀ ଦେଲା ବାଂଲାଦେଶ

ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଇସ୍ତଫା ପରେ ବାଂଲାଦେଶରେ ଏକ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ନିକଟରେ ଦେଇଥିବା ବିବୃତ୍ତିକୁ ଦର୍ଶାଇ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତୀୟ ଉଚ୍ଚ କମିଶନରଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri