Tag Archives: Bangladesh

ନୂଆ ଦେଶ ଗଠନ କରିବାକୁ ଚାହୁଁଛି ବାଂଲାଦେଶ, ଭାରତର ଏହି ସବୁ ରାଜ୍ୟକୁ ନେବା ପାଇଁ ଚଳାଇଛି ମସୁଧା

ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶରେ ଶେଖ୍‌ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍‌ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍‌-ଇ-ଇସ୍‌ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଉଭୟ ସଂଗଠନ ଏକ...

କ’ଣ ଏହି ‘ବାଂଲାଦେଶୀ ପ୍ଲାନ୍‌’, ଯାହାକୁ ନେଇ ବଢୁଛି ଭାରତର ଟେନ୍‌ସନ୍‌

ଢାକା,୧୪ା୮: ବାଂଲାଦେଶରେ ଶେଖ୍‌ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍‌ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍‌-ଇ-ଇସ୍‌ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଦିନ ଉଭୟ...

‘ମୋ ଦେଶବାସୀଙ୍କଠାରୁ ନ୍ୟାୟ ଚାହୁଁଛି’, ପଳାୟନ ପରେ ପ୍ରଥମ ଥର ମୁହଁ ଖୋଲିଲେ ଶେଖ ହସିନା

ନୂଆଦିଲ୍ଲୀ,୧୩।୮: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡିବା ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି। ପ୍ରଥମ ମନ୍ତବ୍ୟରେ ହସିନା କହିଛନ୍ତି ଯେ ଦେଶରେ ଦଙ୍ଗାକାରୀଙ୍କୁ ଦଣ୍ଡ ଦିଆଯାଉ। ଏଥିସହିତ ସେ ତାଙ୍କ ପିତା ଶେଖ ମୁଜିବୁର ରହମାନଙ୍କ...

ଟି୨୦ ବିଶ୍ୱକପ୍ ଆୟୋଜକ ଅଧିକାର ବଞ୍ଚାଇବାକୁ ଜାତିସଂଘ ଦ୍ୱାରସ୍ଥ ହେବ ବାଂଲାଦେଶ

ନୂଆଦିଲ୍ଲୀ, ୧୨ା୮: ଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ସତ୍ତ୍ୱେ ଟି୨୦ ବିଶ୍ୱକପ ଆୟୋଜକ ଅଧିକାର ବଞ୍ଚାଇ ରଖିବାକୁ ବାଂଲାଦେଶର ମଧ୍ୟବର୍ତ୍ତୀ ସରକାର ମିଳିତ ଜାତିସଂଘ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛନ୍ତି। ବର୍ତ୍ତମାନର ପରିସ୍ଥିତି ଯୋଗୁଁ ଇଂଲଣ୍ଡ, ସ୍କଟଲ୍ୟାଣ୍ଡ, ଅଷ୍ଟ୍ରେଲିଆ, ଭାରତ...

ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା ହିଂସା ଉପରେ ନୀରବତା ଭାଙ୍ଗିଲେ ୟୁନୁସ୍‌, କହିଲେ ସେମାନେ କ’ଣ ଆମ…

ଢାକା,୧୧ା୮: ବାଂଲାଦେଶର କାମଚଳା ସରକାରଙ୍କ ପରାମର୍ଶଦାତା ମହମ୍ମଦ ୟୁନୁସ ରବିବାର ସଙ୍କଟ ଜନିତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ହିନ୍ଦୁମାନଙ୍କୁ ଟାର୍ଗେଟ୍‌ କରି ହେଉଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି। ମହମ୍ମଦ ୟୁନୁସ୍‌ ଚେତାବନୀ ଦେଇ କହିଛନ୍ତି ଯେ, ସଂଖ୍ୟାଲଘୁଙ୍କ ଉପରେ...

ବାଂଲାଦେଶ ବିପକ୍ଷରେ ଖେଳିବ ଭାରତ, ଜାଣନ୍ତୁ କେବେ କେବେ ରହିଛି ମ୍ୟାଚ୍‌

ନୂଆଦିଲ୍ଲୀ, ୧୧।୦୮: ଭାରତୀୟ କ୍ରିକେଟ୍‌ ଟିମ୍‌ ନିକଟରେ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ ଶେଷ କରିଛି। ଟି-୨୦ ସିରିଜ୍‌ ୩-୦ରେ ବିଜୟ ପରେ ୱାନ୍‌ଡେ ସିରିଜ୍‌ରେ ୦-୨ରେ ଶ୍ରୀଲଙ୍କା ଠାରୁ ପରାସ୍ତ ହୋଇଥିଲା ଟିମ୍‌ ଇଣ୍ଡିଆ । ବର୍ତ୍ତମାନ ଗୋଟିଏ ମାସ...

ଭାରତରେ ପ୍ରବେଶ କରିବା ପାଇଁ ଅପେକ୍ଷାରେ ୩୦୦ ବାଂଲାଦେଶୀ, ହେଲେ ସୀମାରେ..

ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ହିନ୍ଦୁ ଏବଂ ସଂଖ୍ୟାଲଘୁ ସଂପ୍ରଦାୟ ସମୁଦାୟ ଉପରେ ଅତ୍ୟାଚାର ଜାରି ରହିଛି । ରାଜନୈତିକ ଅସ୍ଥିରତା ଭିତରେ ଦଙ୍ଗାକାରୀ ଦେଶରେ ଜଳାପୋଡ଼ା କରିବା ସହ ନୀରିହ ଜନତାଙ୍କୁ ଟାର୍ଗେଟ୍‌ କରୁଛନ୍ତି । ବିଶେଷ କରି ଅନ୍ୟ...

ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?

ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି...

ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ...

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ...

ଏବେ କେଉଁଠି ଶରଣ ନେବେ ଶେଖ ହସିନା ? ବଡ଼ ଝଟକା ଦେଲା ଇଂଲଣ୍ଡ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶରେ ହିଂସାତ୍ମକ ଛାତ୍ର ବିରୋଧ ପ୍ରଦର୍ଶନ ଦେଶବ୍ୟାପୀ ଅଶାନ୍ତି ଏବଂ ସେନା କ୍ଷମତା ନିଜ ହାତକୁ ନେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଆସି ଶରଣ ପଶିଛନ୍ତି। ସୂଚନାନୁସାରେ, ଶେଖ ହସିନା ଆସନ୍ତା କିଛି...

ଜଗନ୍ନାଥଙ୍କୁ ବି ଛାଡ଼ିଲେନି, ହିନ୍ଦୁ ମନ୍ଦିର ଭାଙ୍ଗାରୁଜା ସହ ଜାଳିଦେଲେ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି । ହିଂସା ଏବଂ ଅରାଜକତା ମଧ୍ୟରେ ଆନ୍ଦୋଳନକାରୀ ବିଂଲାଦେଶରେ ରହୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁଙ୍କୁ ଟାର୍ଗେଟ୍‌ କରିବା ଆରମ୍ଭ କରିଦେଇଛନ୍ତି । ଖୋଜି ଖୋଜି ହିନ୍ଦୁଙ୍କ ଉପରେ ଅତ୍ୟାଚାର ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri