Tag Archives: Bay of Bengal

ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ...

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ...

ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ...

୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image