ବୁଲା କୁକୁର ନିୟନ୍ତ୍ରଣ ପାଇଁ ଯୋଜନା କରିବେ ୭ ଆଇଏଏସ୍ ଅଫିସର ଭୋପାଳ, ୨୧।୭: ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଜନିତ ସମସ୍ୟା ବଢ଼ିବାରେ ଲାଗିଛି। ପରିସ୍ଥିତିକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ର଼୍ୟାଙ୍କର ୭ ଜଣ ବରିଷ୍ଠ ଆଇଏଏସ୍...