ଟ୍ୱିନ୍ ସିଟି ମୁହାଁ କାଳବୈଶାଖୀ: ପ୍ରବଳ ବର୍ଷା, ପବନ ସହିତ ବିଜୁଳି ଘଡଘଡି ସମ୍ଭାବନା
ଭୁବନେଶ୍ୱର,୨୦।୪: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ରବିବାର ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସମେତ କଟକରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଭୁବନେଶ୍ୱରରେ...