Advertisement

bjp

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀ ଗସ୍ତରେ ପ୍ରଣବ ଏବଂ ଭିକେ ପାଣ୍ଡିଆନମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀ ଗସ୍ତରେ ପ୍ରଣବ ଏବଂ ଭିକେ ପାଣ୍ଡିଆନ

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀ ଗସ୍ତରେ ପ୍ରଣବ ଏବଂ ଭିକେ ପାଣ୍ଡିଆନ

ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ବାସ୍ତବତା ଆଡକୁ ଗତି କରୁଛି। ବୁଧବାର ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ…

1 year ago
ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ

ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ

ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର ଉଭୟ ଦଳଙ୍କୁ କଟାକ୍ଷ କରିଛି କଂଗ୍ରେସ। ବିଜୁ ଜନତା ଦଳ…

1 year ago
ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୩: ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଦଲ୍ଲୀରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଉକ୍ତ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉପସ୍ଥିତ…

1 year ago
ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ,୪ା୩(ରତନ ନାୟାର): ଢେଙ୍କାନାଳ ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ସୋମବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ…

1 year ago
କାଲି ମିଳିଥିଲା ଟିକେଟ୍‌, ନିର୍ବାଚନ ଲଢ଼ିବାକୁ ଆଜି ମନା କଲେ ପଓ୍ବନ ସିଂକାଲି ମିଳିଥିଲା ଟିକେଟ୍‌, ନିର୍ବାଚନ ଲଢ଼ିବାକୁ ଆଜି ମନା କଲେ ପଓ୍ବନ ସିଂ

କାଲି ମିଳିଥିଲା ଟିକେଟ୍‌, ନିର୍ବାଚନ ଲଢ଼ିବାକୁ ଆଜି ମନା କଲେ ପଓ୍ବନ ସିଂ

କୋଲକାତା,୩ା୩: ଭୋଜପୁରୀ ଗାୟକ ତଥା ଭାଜପା ପ୍ରାର୍ଥୀ ପଓ୍ବନ ସିଂ ଆସନସୋଲ ଲୋକ ସଭା ଆସନରୁ ନିର୍ବାଚନ ଳଢ଼ିବାକୁ ମନା କରି ଦେଇଛନ୍ତି। ପଓ୍ବନ ଟୁଇଟ୍‌ କରି…

1 year ago
ନା ୨୦୧୯ରେ ମାଗିଥିଲି, ନା ଏବେ ମାଗିବି, ଟିକେଟ୍‌ କଟିବା ପରେ ସ୍ବାଧୀ ପ୍ରଜ୍ଞାଙ୍କ ପ୍ରତିକ୍ରିୟାନା ୨୦୧୯ରେ ମାଗିଥିଲି, ନା ଏବେ ମାଗିବି, ଟିକେଟ୍‌ କଟିବା ପରେ ସ୍ବାଧୀ ପ୍ରଜ୍ଞାଙ୍କ ପ୍ରତିକ୍ରିୟା

ନା ୨୦୧୯ରେ ମାଗିଥିଲି, ନା ଏବେ ମାଗିବି, ଟିକେଟ୍‌ କଟିବା ପରେ ସ୍ବାଧୀ ପ୍ରଜ୍ଞାଙ୍କ ପ୍ରତିକ୍ରିୟା

ଭୋପାଳ,୩ା୩: ଭାରତୀୟ ଜନତା ପାର୍ଟି (ଭାଜପା) ଶନିବାର ଲୋକ ସଭା ନିର୍ବାଚନ ପାଇଁ ୨୦୨୪ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ୧୯୫ ଜଣ ପ୍ରାର୍ଥୀଙ୍କ…

1 year ago
ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…

ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାଜପା ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ମୋଟ ୧୬ଟି ରାଜ୍ୟ ଏବଂ…

1 year ago
ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ

ମୁମ୍ବାଇ: ଲୋକ ସଭା ନିର୍ବାଚନକୁ ନେଇ ଉତ୍ସାହ ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ…

1 year ago
ଲୋକସଭା ନିର୍ବାଚନ ଲଢ଼ିବେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଲୋକସଭା ନିର୍ବାଚନ ଲଢ଼ିବେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ

ଲୋକସଭା ନିର୍ବାଚନ ଲଢ଼ିବେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ

ନୂଆଦିଲ୍ଲୀ,୨।୩: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଭାଜପା ପକ୍ଷରୁ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ମଧ୍ୟପ୍ରଦେଶର ଲୋକସଭା ୨୯ ଆସନ…

1 year ago
ଗମ୍ଭୀରଙ୍କ ପରେ ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ଭାଜପା ଏମ୍‌ପି ଜୟନ୍ତ ସିହ୍ନାଗମ୍ଭୀରଙ୍କ ପରେ ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ଭାଜପା ଏମ୍‌ପି ଜୟନ୍ତ ସିହ୍ନା

ଗମ୍ଭୀରଙ୍କ ପରେ ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ଭାଜପା ଏମ୍‌ପି ଜୟନ୍ତ ସିହ୍ନା

ନୂଆଦିଲ୍ଲୀ,୨।୩: ନିର୍ବାଚନ ଲଢ଼ିବେ ନାହିଁ ଭାଜପା ଏମ୍‌ପି ଜୟନ୍ତ ସିହ୍ନା। କ୍ରିକେଟର ଗୌତମ ଗମ୍ଭୀରଙ୍କ ପରେ ଝାଡ଼ଖଣ୍ଡ ହଜାରିବାଗରୁ ଏମ୍‌ପି ଥିବା ଜୟନ୍ତ ମଧ୍ୟ ସକ୍ରିୟ ରାଜନୀତିରୁ…

1 year ago
ଓଡ଼ିଶାରେ ହେବନାହିଁ ମେଣ୍ଟ: ମନମୋହନ ସାମଲଓଡ଼ିଶାରେ ହେବନାହିଁ ମେଣ୍ଟ: ମନମୋହନ ସାମଲ

ଓଡ଼ିଶାରେ ହେବନାହିଁ ମେଣ୍ଟ: ମନମୋହନ ସାମଲ

ଭୁବନେଶ୍ୱର,୧ା୩: ଶୁକ୍ରବାର ରାତି କିମ୍ବା ଶନିବାର ସୁଦ୍ଧା ଭାଜପାର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଆସିବ। ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଏପରି…

1 year ago
ରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁ

ରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁ

ଜୟପୁର,୧ା୩: ଭାଜପା ଆସନ୍ତା ଲୋକ ସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି। ଦଳ ସୂତ୍ରରୁ ପ୍ରକାଶ ଯେ, ସମସ୍ତ ୨୫ଟି ଆସନରେ ନାମ ଚୂଡାନ୍ତ…

1 year ago