ଭାଜପା ଏମ୍ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍ପି ଅନନ୍ତ ମହାରାଜ ଓରଫ୍ ନାଗେନ୍ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ...
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ...
ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍ରେ ଶାହା, ଡାକିଲେ ବୈଠକ ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା ସମୟରେ ମଣିପୁର ସୁରକ୍ଷା ସ୍ଥିତି ସମ଼୍ବନ୍ଧରେ ସମୀକ୍ଷା କରିବା ପାଇଁ ଏକ ଉଚ୍ଚ...
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ… ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର...
ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ… ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ ହାଜର ହେବା ନେଇ ଜଣାପଡ଼ିଛି । ୟେଦୁରପ୍ପାଙ୍କ ଉପରେ ଜଣେ ନାବାଳିକାଙ୍କୁ ଯୌନ...
ଆର୍ଏସ୍ଏସ୍ ସହ ଭାଜପାର ସମ୍ପର୍କ ହେଲା ଖରାପ ନୂଆଦିଲ୍ଲୀ,୧୪ା୬: ଲୋକ ସଭା ନିର୍ବାଚନର ଫଳାଫଳ ଆଶା ଅନୁଯାୟୀ ଭାଜପା ପ୍ରଦର୍ଶନ କରିପାରି ନାହିଁ। ନିର୍ବାଚନ ପୂର୍ବରୁ ଭାଜପା ନେତାମାନେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆର୍ଏସ୍ଏସ୍)ରୁ ନିଜକୁ ଦୂରେଇ ରଖିବା ଆରମ୍ଭ କରିଥିଲେ। ଏହି କାରଣରୁ ଭାଜପା ୨୪୦ ସିଟ୍ରେ...
ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ ନୂଆଦିଲ୍ଲୀ, ୧୩।୬: ଅରୁଣାଚଳ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପୁଣିଥରେ ବାଜିମାତ୍ କରି ସରକାର ଗଠନ କରିଛି । ଲଗାତାର ତୃତୀୟଥର ପାଇଁ ସରକାର ଗଠନ କରିଛି ଦଳ । ଏଥିସହିତ ତୃତୀୟଥର ପାଇଁ ମଧ୍ୟ ପେମା ଖାଣ୍ଡୁ ମୁଖ୍ୟମନ୍ତ୍ରୀ...
ରାଜ୍ୟ ସଭାରେ ବିଗିଡ଼ିବ ଇଣ୍ଡିଆ ମେଣ୍ଟ, ଏତିକି ସିଟ୍ ନେଇଯିବ ଏନ୍ଡିଏ ନୂଆଦିଲ୍ଲୀ,୧୩ା୬: ଲୋକ ସଭା ନିର୍ବାଚନ ସମାପ୍ତ ହୋଇଛି। ବର୍ତ୍ତମାନ ହେଉଛି ରାଜ୍ୟ ସଭା ଉପ-ନିର୍ବାଚନର ପର୍ଯ୍ୟାୟ। ୧୦ଟି ଖାଲି ସିଟ୍ ପାଇଁ ରାଜ୍ୟ ସଭା ସଚିବାଳୟ ଦ୍ୱାରା ଉପ-ନିର୍ବାଚନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି...
ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍ ଭୁବନେଶ଼୍ବର, ୧୩।୬: ନିର୍ବାଚନ ବେଳେ ବୁଥ୍ ଭଙ୍ଗାରୁଜାକୁ ନେଇ ଗିରଫ ହୋଇଥିବା ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତଳକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ହାଇକୋର୍ଟ ଏହି ମାମଲାରେ ଜାମିନ ମଂଜୁର କରଥିଲେ । ଆଜି ଖୋର୍ଦ୍ଧା JMFCରୁ ତାଙ୍କୁ...
ଆର୍ଏସ୍ଏସ୍ ସହ ସମ୍ପର୍କ ନା ନିର୍ବାଚନ ପ୍ରଭାବ? ଓଡ଼ିଶାରେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବାରେ କ’ଣ ରହିଛି ଭାଜପାର ରଣନୀତି…. ଭୁବନେଶ୍ୱର,୧୨।୬: ଭାଜପା ପୁଣିଥରେ ଓଡ଼ିଶାରେ ନୂଆ ଚେହେରା ଦେଇ ସମସ୍ତଙ୍କୁ ଚମକାଇଛି। ନାନାଦି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଦଳ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ପୂର୍ବରୁ ଅନେକ ଲୋକପ୍ରିୟ ବିଧାୟକଙ୍କ ନାମ ଚର୍ଚ୍ଚାରେ ରହିଥିଲେ...
ସୁରମା ମନ୍ତ୍ରୀ ହେବେ ନା ବାଚସ୍ପତି? ଗଲା ଫୋନ୍ କଲ୍ ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ...
ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ...