Advertisement

Bolangir

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ଭାଜପା କର୍ମୀଙ୍କ ବିରୋଧରେ ନିଆଯାଉନି…ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ଭାଜପା କର୍ମୀଙ୍କ ବିରୋଧରେ ନିଆଯାଉନି…

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ଭାଜପା କର୍ମୀଙ୍କ ବିରୋଧରେ ନିଆଯାଉନି…

ପାଟଣାଗଡ଼,୪।୯(ସଚ୍ଚିଦାନନ୍ଦ ମହାକୁର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ପରିସରରେ ଗଣ୍ଡଗୋଳ ଘଟଣାରେ ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ଦୁଇ ସହଯୋଗୀଙ୍କୁ ପୋଲିସ ଗିରଫ…

8 months ago
ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷ

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷ

ପାଟଣାଗଡ,୧।୯: ପାଟଣାଗଡ଼ ବିଡିଓଙ୍କ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗଙ୍କ ସହ ତାଙ୍କର ୪ଜଣ ସହଯୋଗୀ ମରୁଆଁ ସରପଞ୍ଚଙ୍କ ସ୍ବାମୀ ସ୍ବରୂପ ପରୁଆଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା…

8 months ago
ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକିଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

9 months ago
ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର…

11 months ago
ପରିବାରର ୪ ଜଣଙ୍କୁ ହରାଇ ଭାଙ୍ଗିପଡ଼ିଲେ ନାବାଳକ, ପରେ ହାରିଦେଲେ ଜୀବନପରିବାରର ୪ ଜଣଙ୍କୁ ହରାଇ ଭାଙ୍ଗିପଡ଼ିଲେ ନାବାଳକ, ପରେ ହାରିଦେଲେ ଜୀବନ

ପରିବାରର ୪ ଜଣଙ୍କୁ ହରାଇ ଭାଙ୍ଗିପଡ଼ିଲେ ନାବାଳକ, ପରେ ହାରିଦେଲେ ଜୀବନ

ବଲାଙ୍ଗୀର,୧୭।୨: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର କନୁଟ ଉପରପଡ଼ାରେ ଗତ ୧୦ ତାରିଖ ଦିନ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୬ ଜଣ…

1 year ago
ନିଷ୍ପାପ ଶିଶୁର ତଣ୍ଟି କାଟିଦେଲା ମା’, ମେଡିକାଲରେ ଚାଲିଗଲା ଜୀବନନିଷ୍ପାପ ଶିଶୁର ତଣ୍ଟି କାଟିଦେଲା ମା’, ମେଡିକାଲରେ ଚାଲିଗଲା ଜୀବନ

ନିଷ୍ପାପ ଶିଶୁର ତଣ୍ଟି କାଟିଦେଲା ମା’, ମେଡିକାଲରେ ଚାଲିଗଲା ଜୀବନ

ବଲାଙ୍ଗୀର, ୯/୨- (ସୁନୀଲ କୁମାର ମହାନ୍ତି) ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ଖଲିଆପାଲି ଗାଁରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ…

1 year ago
ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ

ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ

ବଲାଙ୍ଗୀରି,୨।୨: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ବିବାହ ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ। ଏଭଳି ଏକ ନାଟକୀୟ ଘଟଣା ଗୁରୁବାର…

1 year ago
ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ…

1 year ago
୯ ମାସ ଶିଶୁକନ୍ୟାର ଜନ୍ମରୁ ନାହିଁ ଖାଦ୍ୟନଳୀ, ଚିକିତ୍ସା ପାଇଁ ଅର୍ଥ ସାଜିଛି ପ୍ରତିବନ୍ଧକ୯ ମାସ ଶିଶୁକନ୍ୟାର ଜନ୍ମରୁ ନାହିଁ ଖାଦ୍ୟନଳୀ, ଚିକିତ୍ସା ପାଇଁ ଅର୍ଥ ସାଜିଛି ପ୍ରତିବନ୍ଧକ

୯ ମାସ ଶିଶୁକନ୍ୟାର ଜନ୍ମରୁ ନାହିଁ ଖାଦ୍ୟନଳୀ, ଚିକିତ୍ସା ପାଇଁ ଅର୍ଥ ସାଜିଛି ପ୍ରତିବନ୍ଧକ

ବଲାଙ୍ଗୀର,୧୪ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ବିନ୍ଧାପାଲି ଗାଁର ସରୋଜ ସାହୁଙ୍କ ଘରେ ପ୍ରାୟ ୯ ମାସ ତଳେ ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା।…

1 year ago
Video: ସରୁନି ବଲାଙ୍ଗିର ମଦ ବ୍ୟବସାୟୀଙ୍କ ଟଙ୍କା ଗଣତି, ଆସିଲା SBI ଭିତରେ ଟଙ୍କା ଗଣା ଦୃଶ୍ୟVideo: ସରୁନି ବଲାଙ୍ଗିର ମଦ ବ୍ୟବସାୟୀଙ୍କ ଟଙ୍କା ଗଣତି, ଆସିଲା SBI ଭିତରେ ଟଙ୍କା ଗଣା ଦୃଶ୍ୟ

Video: ସରୁନି ବଲାଙ୍ଗିର ମଦ ବ୍ୟବସାୟୀଙ୍କ ଟଙ୍କା ଗଣତି, ଆସିଲା SBI ଭିତରେ ଟଙ୍କା ଗଣା ଦୃଶ୍ୟ

ବଲାଙ୍ଗୀର,୧୦ା୧୨: ରବିବାର ବଲାଙ୍ଗୀର ସୁଦପଡା ମଦଭାଟିରେ ଚଢାଉ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୧୪୦ଟି ବ୍ୟାଗର ଗଣତି ଶେଷ ହୋଇଥିବା ବେଳେ ଏହା ଆଗକୁ ମଧ୍ୟ ଚାଲିବ…

1 year ago