Video: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା...