ଆସିଲା ବଡ଼ ରିପୋର୍ଟ, ସବୁଠାରୁ ଅଧିକ ଆୟ କରିଛି ଏହି ରାଜନୈତିକ ଦଳ ନୂଆଦିଲ୍ଲୀ, ୨୦ା୭: ନିର୍ବାଚନ ଆୟୋଗଙ୍କ ଏଡିଆର ରିପୋର୍ଟରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତ ରାଷ୍ଟ୍ର ସମିତି ବା ବିଆର୍ଏସ୍ର ଆୟ ଦେଶର କ୍ଷେତ୍ରୀୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ରହିଛି...