Tag Archives: Bus Accident

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ସନ୍ଧାନ ଏବଂ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର...

ଘାଟିରେ ଓଲଟିଲା ବସ୍‌: ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ଭଞ୍ଜନଗର/ ଜି.ଉଦୟଗିରି,୭ା୧୧(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଶୁକ୍ରବାର ଭୋର୍‌ ସମୟରେ କଳିଙ୍ଗା ଘାଟିର ଅନ୍ଧାରୀକୋଟି ମନ୍ଦିର ବୁଲାଣିରେ ଏକ ବସ୍‌ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଭଞ୍ଜନଗର ଏବଂ ଜି....

ବାଇକ୍‌କୁ ଧକ୍କାଦେଇ ଗଛରେ ପିଟିହେଲା ବସ୍‌, ଗୋଟିଏ ପରିବାରର ଜଣେ ମୃତ, ୪ ଆହତ

ଲକ୍ଷ୍ମୀପୁର,୬ା୧୦(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ନଂ ୩୨୬ ଜାତୀୟ ରାଜପଥ କାକିରିଗୁମା ଥାନା ଅଧିନସ୍ଥ ଡି.ପଞ୍ଚଡ଼ା ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଗୋଟିଏ ପରିବାରରଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪...

ବାହୁବଳୀ ସହ ମୁହାଁମୁହିଁ ଧକ୍କା ହେଲା ହାଇଓ୍ବା, ଚାପି ହୋଇଗଲେ ଚାଳକ

ଦାରିଙ୍ଗବାଡ଼ି,୨୧ା୯(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସୀମାବର୍ତ୍ତୀ ଗାଜଲବାଡ଼ି ଘାଟି ନିକଟରେ ଘରୋଇ ବସ୍‌ ବାହୁବଳୀ ସହ ଅନ୍ୟ ଏକ ହାଇଓ୍ବା ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ହାଇଓ୍ବା ଚାଳକ ଚାପି ହୋଇ ରହିଯାଇଛନ୍ତି। ପ୍ରାୟ ୧ ଘଣ୍ଟା ଧରି ଉଦ୍ଧାର...

ଯାତ୍ରୀଙ୍କୁ ନେଇ ଯିବାବେଳେ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ୪ ଗୁରୁତର

ପାଟଣା,୨୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥର ଚେମେଣା ନର୍ସରି ଛକରେ ଏକ ଯାତ୍ରୀବାହୀ ବସ୍‌କୁ ରବିବାର ସକାଳୁ ପଛ ପଟରୁ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ...

ଦୋକାନକୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌

ପାଟଣା,୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ଯଶୋଦା ନାମକ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ମୁରୁସୁଆଁ ଗ୍ରାମରୁ ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ...

ବସ୍‌-ହାଇଓ୍ବା ମୁହାଁମୁହିଁ: ୧୦ ଆହତ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ବାରିପଦା,୫ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳ ସାତକୋଶିଆ ଘୋଡ଼ାଘାଟିରେ ଏକ ଯାତ୍ରୀବାହୀ ବସ୍‌ ସହିତ ହାଇଓ୍ବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଖବର ଦେବାରୁ ଦମକଳ ବାହିନୀ ଓ ପୋଲିସ...

ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ ଏକ ଯାତ୍ରୀବାହୀ ବସ( ନଂ.ଓଆର ୦୫ ଏ ୟୁ -୪୯୬୯) ଶନିବାର ଅପରାହ୍ନ...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି ୧୯ ନଂ ରାଜ୍ୟ ରାଜପଥର ନୀଳଗିରି ଭାଲୁକାଶୁଣି ଛକ ଠାରୁ ଅଳ୍ପଦୂର ଦେବଯାନୀ...

ଡିଭାଇଡରରେ ପିଟିହେଲା ବସ୍‌

ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ସୋମବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍‌ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ...

ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। ସୋମବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri