ଟ୍ରକ୍କୁ ପିଟି ଜଳିଗଲା ବସ୍: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍ ଟ୍ରକ୍କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି। ବ୍ରାଜିଲର ମିନାସ ଜେରାଇସ ରାଜ୍ୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।...
ବସ୍ ସହ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍ଏସ୍ବି ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା।...
ବସ୍କୁ ପିଟିଲା ଟ୍ରକ୍, ୫ ଆହତ ରାଉରକେଲା,୨୧ା୪: ସୁନ୍ଦରଗଡ଼ ଜିଲା ବଣାଇ ଲହୁଣିପଡ଼ା ରଜାମୁଣ୍ଡା ବାଇପାସ୍ ନିକଟରେ ରବିବାର ବସ୍କୁ ଏକ ଟ୍ରକ୍ ପିଟିବାରୁ ୫ ଜଣ ଆହତ ହୋଇଛନ୍ତି। ବସ୍ଟି ରାଉରକକେଲାରୁ ବଡ଼ବିଲ ଯାଉଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ରାଉରକେଲା...