Tag Archives: Business

ବଜେଟ୍‌ ପୂର୍ବରୁ ଉଛୁଳିଲା ସେୟାର ମାର୍କେଟ୍‌, ବଢ଼ିଗଲା ସେନ୍‌ସେକ୍ସ-ନିଫ୍ଟି

ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍‌ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା...

୧.୫ ଲକ୍ଷ କୋଟି ଟପିଲା କେଭିଆଇସି କାରବାର

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ ବା କେଭିଆଇସି) ଉଲ୍ଲେଖନୀୟ ସଫଳତା ସହ ନୂତନ...

ଆଜିଠାରୁ ମହଙ୍ଗା ହେଲା ମୋବାଇଲ ରିଚାର୍ଜ

ଭୁବନେଶ୍ୱର,୩।୭(ଅଭୟ ଦାଶ): ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀଗୁଡ଼ିକ ବିଭିନ୍ନ କାରଣ ଦର୍ଶାଇ ୨୦୨୪ ଜୁଲାଇ ୩ରୁ ନୂଆ ତାରିଫ୍‌ ପ୍ଲାନ୍‌ ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏପରିକି ଆଜିଠାରୁ କମ୍ପାନୀଗୁଡ଼ିକ ନୂଆ ଦର ଲାଗୁ କରିବା ସହ ମୋବାଇଲ୍‌ ରିଚାର୍ଜ...

ବଜେଟ୍‌ ପୂର୍ବରୁ ଶେୟାର ମାର୍କେଟ୍‌ରେ ରେକର୍ଡ, ୮୦ ହଜାର ଟପିଲା ସେନ୍‌ସେକ୍ସ

ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍‌ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ୮୦ ହଜାର ପଏଣ୍ଟ ପାର କରି ଇତିହାସ ରଚିଛି ।...

କ୍ରେଡିଟ୍‌ କାର୍ଡରୁ ସିମ୍‌ କାର୍ଡ ଯାଏ… ଜୁଲାଇ ପହିଲାରୁ ବଦଳିଯିବ ଏସବୁ ନିୟମ, ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୩୦।୬: ଶେଷ ହେବାକୁ ଯାଉଛି ଜୁନ୍‌। ସୋମବାରଠାରୁ ଆରମ୍ଭ ହେବ ଜୁଲାଇ। ଏହି ମାସରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି, ଯାହାର ସିଧା ପ୍ରଭାବ ପକେଟ ଉପରେ ପଡ଼ିବ। ଇ-ଓ୍ବାଲେଟ୍‌ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ଏବଂ ଇନ୍‌କମ୍‌ ଟ୍ୟାକ୍ସ...

GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…

ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍‌ ଇନ୍‌ସୁରାନ୍ସ ସ୍କିମ(ଜିଆଇଏସ୍‌) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍‌ ୨୧,୨୦୨୪ରେ ଜାରି...

ସ୍କୋଡାର କଷ୍ଟମର କେୟାର ପ୍ରୋଗ୍ରାମ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ବହୁରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ‘ସ୍କୋଡା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କଷ୍ଟମର କେୟାର ପ୍ରୋଗ୍ରାମ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମ ଅବକାଶରେ ସ୍କୋଡାର ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଅବସର ବିନୋଦନ...

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ, ୨୪,୦୦୦ ପଏଣ୍ଟ ନିକବର୍ତ୍ତି ନିଫ୍ଟି

ନୂଆଦିଲ୍ଲୀ,୨୬।୬(ଅଭୟ ଦାଶ): ଚଳିତ ସାଧାରଣ ନିର୍ବାଚନ ଫଳାଫଳ ପରେ ଘରୋଇ ଶେୟାର ବଜାରର କାରବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୧୬୪.୭୧ଅଙ୍କ)...

ଜାଣନ୍ତି କି…ମିସ୍‌ କଲ୍‌ ଦେଇ ସହଜରେ ଜାଣିପାରିବେ ନିଜ PF ଆକାଉଣ୍ଟର ବାଲାନ୍ସ, ଜାଣନ୍ତୁ ପ୍ରକ୍ରିୟା…

ନୂଆଦିଲ୍ଲୀ,୨୫।୬: ଆପଣ କେବେ ଇପିଏଫ୍‌ଓର ମିସ୍‌ କଲ ବାଲାନ୍ସ ଚେକ ନମ୍ବର ବିକଳ୍ପ ବ୍ୟବହାର କରିଛନ୍ତି କି? ପିଏଫ୍‌ ଖାତାର ବାଲାନ୍ସ ଜାଣିବା ପାଇଁ ଆପଣ ପଞ୍ଜୀକୃତ ମୋବାଇଲ ନମ୍ବରରୁ 9966044425 ରେ ଇପିଏଫ୍‌ଓକୁ ଏକ ମିସ କଲ୍‌ ଦେଇପାରିବେ।...

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ପରିବା ଦର…

ଭୁବନେଶ଼୍ବର, ୨୪।୬: ରାଜ୍ୟରେ ପରିବା ଦର ଅହେତୁକ ବୃଦ୍ଧି ପାଇଥିବାରୁ ଚିନ୍ତାରେ ପଡ଼ିଛନ୍ତି ଖାଉଟି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅନାବଶ୍ୟକ ହୋର୍ଡିଂ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି...

RBIର ଚିନ୍ତା ବଢ଼ାଇଲା ମହଙ୍ଗା ମାଡ଼, ଗଭର୍ନର କହିଲେ ଆଗକୁ…

ନୂଆଦିଲ୍ଲୀ, ୧୯।୬: ଦେଶରେ ଆଳୁ, ପିଆଜ, ଟମାଟୋ ଭଳି ପରିବା ଠାରୁ ଆରମ୍ଭ କରି ଡାଲି, ତେଲ ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ପାଇଛି । ଯାହାକି ଜଣେ ସାଧାରଣ ଲୋକର ରୋଜଗାର ଉପରେ ପ୍ରଭାବ ପକାଉଛି ।...

ଏଲ୍‌ଆଇସିର ୫୮ ହଜାର କୋଟିର ବଡ଼ ପ୍ଲାନ୍‌, ଆଗକୁ…

ନୂଆଦିଲ୍ଲୀ, ୧୮।୬: ଦେଶର ସବୁଠାରୁ ବଡ଼ ଇନ୍ସ୍ୟୁରାନ୍ସ କମ୍ପାନୀ ଏଲ୍‌ଆଇସି ଆଗକୁ ଏକ ବଡ଼ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛି । ଜମି ଏବଂ ବିଲ୍ଡିଂ ବ୍ୟବସାୟ କରିବା ପାଇଁ ଏଲ୍‌ଆଇସି ୫୮ ହଜାର କୋଟି ଟଙ୍କାର ପ୍ଲାନ ପ୍ରସ୍ତୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri