Tag Archives: Business

ସରକାରଙ୍କୁ ଟାର୍ଗେଟ୍‌ କଲେ ରାହୁଲ, କହିଲେ ୩୦ ଲକ୍ଷ କୋଟି ସ଼୍ବାହା କରିଦେଲେ

ନୂଆଦିଲ୍ଲୀ, ୭ା୬: ସେୟାର ବଜାରରେ ଲୋକସଭା ନିର୍ବାଚନ ଭୋଟ ଗଣତି ଦିନ ଅର୍ଥାତ ଜୁନ୍‌ ୪ରେ ହୋଇଥିବା ବଡ଼ କ୍ରାସ୍‌କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଏହି ଦିନ ଲୋକେ...

ନିର୍ବାଚନ ଫଳାଫଳ ପରେ ବଦଳିଲା ସେୟାର ମାର୍କେଟ୍‌ ସ୍ଥିତି

ମୁମ଼୍ବାଇ,୫ା୬: ଦେଶରେ ରାଜନୈତିକ ସ୍ଥିତିକୁ ନେଇ ବଦଳିଛି ସେୟାର ମାର୍କେଟ୍‌ ସ୍ଥିତି। ମଙ୍ଗଳବାର ନିର୍ବାଚନ ଗଣତି ସମୟରେ ଯେଉଁଭଳି ଭାବେ ସେୟାର ମାର୍କେଟ୍‌ କ୍ରାସ୍‌ କରିଥିଲା ବୁଧାବାର ଏଥିରେ ସୁଧାର ପରିଲିକ୍ଷିତ ହୋଇଛି। ସେନ୍‌ସେକ୍ସ ଏବଂ ନିଫ୍ଟିରେ ଲଗାତାର ବୃଦ୍ଧି-ହ୍ରାସ...

ନିର୍ବାଚନ ଗଣତି ବେଳେ ନିବେଶକଙ୍କୁ ବଡ଼ ଝଟକା, ସେୟାର ମାର୍କେଟ୍ କ୍ରାସ୍

ମୁମ଼୍ବାଇ,୪|୬: ଦେଶରେ ଲୋକସଭା ନିର୍ବାଚନ ଭୋଟ ଗଣତି ଚାଲୁ ରହିଥିବା ବେଳେ ଏହାର ସିଧାସଳଖ ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି| ସେୟାର ବଜାର ଡାଉନ୍ ହୋଇଯାଇଛି| ଫଳରେ ନିବେଶକଙ୍କୁ ବଡ଼ ଝଟକା ଲାଗିଛି| ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦...

New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ

ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍‌ କମ୍‌ ହୋଇଥିବା ବେଳେ ଗାଡ଼ି ଚଳାଇବା ନେଇ ଟ୍ରାଫିକ୍‌ ନିୟମରେ ପରିବର୍ତ୍ତନ କରାଯାଇଛି। ଏବେ ଟ୍ରାଫିକ ନିୟମ ପୂର୍ବଠାରୁ ଅଧିକ...

ମାର୍ଚ୍ଚ ତ୍ରୈମାସିକରେ ଦେଶର ଜିଡିପିରେ ୭.୮% ଅଭିବୃଦ୍ଧି, ଦ୍ରୁତ ଗତିରେ ବଢ଼ୁଛି ଅର୍ଥନୀତି

ନୂଆଦିଲ୍ଲୀ,୩୧।୫: ନିର୍ବାଚନ ଫଳାଫଳ ପୂର୍ବରୁ ସରକାରଙ୍କୁ ବଡ଼ ଖୁସି ଖବର ମିଳିଛି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକରେ ଭାରତୀୟ ଅର୍ଥନୀତି ୭.୮% ହାରରେ ବୃଦ୍ଧି ପାଇଛି।...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗୋଟିଏ ପରାମର୍ଶ ଯୋଗୁ ବଦଳିଯାଇଛି ଏୟାରଟେଲର ଭାଗ୍ୟ, ମାଲିକ କହିଲେ କିଭଳି…

ନୂଆଦିଲ୍ଲୀ,୩୦।୫: ଏସିଆର ପ୍ରମୁଖ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ଜିଓ ଲଞ୍ଚ ହେବା ପରେ ଟେଲିକମ୍‌ ଦୁନିଆରେ ଝଡ଼ ସୃଷ୍ଟି ହୋଇଥିଲା। ଏହାଦ୍ୱାରା ଅନେକ ଟେଲିକମ୍‌ କମ୍ପାନୀ ମାର୍କେଟରୁ ବାଦ୍‌ ପଡ଼ିଥିଲେ। ଭାରତୀ ମିତ୍ତଲଙ୍କ ‘ଏୟାରଟେଲ୍‌’ ମଧ୍ୟ ବିପଦରେ ପଡ଼ିଥିଲା। ହେଲେ...

ଆଇଆର୍‌ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ପର୍କିତ ମାଷ୍ଟର ସର୍କୁଲାର ଜାରି,ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ

ଭୁବନେଶ୍ୱର,୩୦।୫(ଅନୁରାଧା ମହାରଣା): ବୀମା ନିୟାମକ ଆଇଆର୍‌ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ବନ୍ଧରେ ଏକ ମାଷ୍ଟର ସର୍କୁଲାର ଜାରି କରିଛି। ଏହି ସର୍କୁଲାରରେ ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ସର୍କୁଲାର ଅନୁସାରେ ଯଦି ପଲିସି ଧାରକ ବର୍ଷ ସାରା କୌଣସି ଔଷଧ...

ପତ୍ନୀ-ସନ୍ତାନଙ୍କଠାରୁ ଆରମ୍ଭ କରି ମା’ବାପାଙ୍କ ଯାଏ…୭ ପ୍ରକାର ପେନସନ ଦେଇଥାଏ EPFO, ଜାଣନ୍ତୁ କିଭଳି ମିଳିବ ଲାଭ 

ନୂଆଦିଲ୍ଲୀ,୨୩।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ନିଜର ସଦସ୍ୟଙ୍କ ପାଇଁ ପେନସନ ସୁବିଧା ଦେଇଥାଏ, ଏହା ଅବସର ନେବା ପରେ ଆପଣଙ୍କ ନିୟମିତ ଦରମା ପାଲଟିଥାଏ। ତେବେ ଇପିଏଫ୍‌ଓ ଇପିଏସ୍‌-୧୯୯୫ ନାମରେ ଏକ ପେନସନ ଯୋଜନା ଚଳାଇଥାଏ, ଯାହାକି ଅନେକ...

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ ହୋଇ ରହିଛି, ଯାହା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍‌ ଜାରି...

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର ବ୍ୟବହାର କରାଯାଉଛି। ହେଲେ ଗତ କିଛିଦିନ ଧରି ଏକ ଚାର୍ଜକୁ ନେଇ ୟୁପିଆଇ...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା ସାମ୍ନାକୁ ଆସିବା ପରେ କାର୍ଡଗୁଡ଼ିକୁ ବ୍ଲକ କରାଯାଇଛି। ତେବେ ଏଯାବତ କାର୍ଡଗୁଡ଼ିକର ଦୂରୁପଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri