୫ ଲକ୍ଷ ଓବିସି ସାର୍ଟିଫିକେଟକୁ ବାତିଲ କଲେ ହାଇକୋର୍ଟ କୋଲକାତା,୨୨ା୫: ବୁଧବାର କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ଼ ଝଟ୍କା ଦେଇଛନ୍ତି। ୨୦୧୧ରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ସାର୍ଟିଫିକେଟ୍କୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି...