କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ...