ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ହେଉଛନ୍ତି ଛତିଶଗଡ, ରାୟପୁରର ଅଶ୍ୱିନୀ ପାଲ (୪୧ ବର୍ଷ)। ଅଭିଯୁକ୍ତଙ୍କ...