ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…