ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା...