Tag Archives: Chilika

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା...

ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର...

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ପୁରୀ,୧୮ା୮: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି...

ଚିଲିକା ମଝିରେ ଫସିଲା ବନବିଭାଗର ପାଟ୍ରୋଲିଂ ଡଙ୍ଗା

ପୁରୀ,୪ା୮: ପୁରୀ ଜିଲା କୃଷ୍ଣପ୍ରସାଦର ଜହ୍ନିକୁଦା ନିକଟରେ ରବିବାର ବନବିଭାଗର ଏକ ପାଟ୍ରୋଲିଂ ଗାଡ଼ି ଚିଲିକା ମଝିରେ ଫସିରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗାଟି ଫସି ଯାଇଥିବା ଜଣାପଡ଼ିଛି। ଏଥିରେ ବନବିଭାଗର ୪ ଜଣ କର୍ମଚାରୀ ରହିଛନ୍ତି। ଫସିଥିବା ବନ...

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୪ା୧(ପ୍ରଭାତ ପାଣିଗ୍ରାହୀ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ...

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ଖୋର୍ଦ୍ଧା,୨୦।୧୨: ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗା ଫସିଯାଇଥିବା କୁହାଯାଉଛି। ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ବେଳେ ଡଙ୍ଗାଟି ଫସିଯାଇଥିଲା। ଜହ୍ନିକୁଦାରୁ ୪ କିମି ଯିବା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗା ଅଟକିଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri