ଅବସର ନେବେ ଚନ୍ଦ୍ରଚୂଡ଼, ଜାଣନ୍ତୁ କିଏ ହେବେ ପରବର୍ତ୍ତୀ ମୁଖ୍ୟ ବିଚାରପତି ନୂଆଦିଲ୍ଲୀ,୧୩ା୫: ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଆସନ୍ତା ନଭେମ୍ବର ୧୦ରେ ତାଙ୍କ ପଦରୁ ଅବସର ନେବେ। ସେ ୯ ନଭେମ୍ବର ୨୦୨୨ରେ ଭାରତର ୫୦ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ୨ ବର୍ଷ ପର୍ଯ୍ୟନ୍ତ...