ନୂଆଦିଲ୍ଲୀ,୧୯।୧୨: ଲୋକପ୍ରିୟ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ୟୁଟ୍ୟୁବ୍ ବିଭ୍ରାନ୍ତିକର ଥମ୍ବନେଲ୍ କିମ୍ବା ଟାଇଟଲ୍ ଥିବା ଭିଡିଓ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥିର କରିଛି। ଏହା ଭାରତରୁ…