୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼,...
ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…
ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ...
ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି।...
ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫ା୫: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା...
ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ...
ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”
ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି...
ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ...
କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି। ଚଳିତ ବର୍ଷ ଯୋଗ ଦିବସ...
ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ
ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍ପେନ୍ସ ସରୁ...
Archives


