କୋଚିଂ ସେଣ୍ଟର ପାଇଁ ଗାଇଡଲାଇନ୍ ଆଣିଲେ କେନ୍ଦ୍ର ସରକାର, ୧୬ ବର୍ଷରୁ କମ୍ ପିଲାଙ୍କୁ କୋଚିଂ ମନା ନୂଆଦିଲ୍ଲୀ,୧୮ା୧: ଛତୁ ଫୁଟିଲା ଭଳି ଦେଶରେ କୋଚିଂ ସେଣ୍ଟର ଗୁଡ଼ିକ ଗଢି ଉଠିବାରେ ଲାଗିଛି। ଏଗୁଡିକ ଉପରେ ନିୟନ୍ତ୍ରଣ ରଖିବା ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ଆଣିଛନ୍ତି କେନ୍ଦ୍ର ସରକାର। ନୂଆ ନିୟମ ଅନୁଯାୟୀ ଏଣିକି ବୃତ୍ତିଗତ ପାଠ୍ୟକ୍ରମ ପାଇଁ ତାଲିମ...