କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ...