Advertisement

Congress MP

କଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋକଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋ

କଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋ

ଭୋପାଳ,୧୭।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁଅ ତଥା ଛିନ୍ଦଓ୍ବାଡା ଏମ୍‌ପି ନକୁଳନାଥ କଂଗ୍ରେସ ଛାଡ଼ିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେ ସୋସିଆଲ ମିଡିଆର ଭିନ୍ନ…

1 year ago
କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି।…

1 year ago
ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରାରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ…

1 year ago
‘ଜନସାଧାରଣଙ୍କଠାରୁ ଲୁଟ୍ ହୋଇଥିବା ପ୍ରତ୍ୟେକ ଟଙ୍କା ଫେରସ୍ତ କରିବାକୁ ପଡିବ …’, ଆଉ ଏକ ଗ୍ୟାରେଣ୍ଟି ଦେଲେ ପ୍ରଧାନମନ୍ତ୍ରୀ ମୋଦି‘ଜନସାଧାରଣଙ୍କଠାରୁ ଲୁଟ୍ ହୋଇଥିବା ପ୍ରତ୍ୟେକ ଟଙ୍କା ଫେରସ୍ତ କରିବାକୁ ପଡିବ …’, ଆଉ ଏକ ଗ୍ୟାରେଣ୍ଟି ଦେଲେ ପ୍ରଧାନମନ୍ତ୍ରୀ ମୋଦି

‘ଜନସାଧାରଣଙ୍କଠାରୁ ଲୁଟ୍ ହୋଇଥିବା ପ୍ରତ୍ୟେକ ଟଙ୍କା ଫେରସ୍ତ କରିବାକୁ ପଡିବ …’, ଆଉ ଏକ ଗ୍ୟାରେଣ୍ଟି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଜନତାଙ୍କୁ ଆଉ ଏକ ଗ୍ୟାରେଣ୍ଟି ଦେଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ପ୍ଲାର୍ଟଫର୍ମ ଏକ୍ସ'ରେ ଏକ ପୋଷ୍ଟ କରି…

1 year ago