Advertisement

CONGRESS

USAID Funding: ସ୍ପଷ୍ଟୀକରଣ ଦେଲେ ଭାରତ ସରକାର, କଂଗ୍ରେସର ଅସ୍ଥିରୀକରଣ ଏଜେଣ୍ଡା ଜାରିUSAID Funding: ସ୍ପଷ୍ଟୀକରଣ ଦେଲେ ଭାରତ ସରକାର, କଂଗ୍ରେସର ଅସ୍ଥିରୀକରଣ ଏଜେଣ୍ଡା ଜାରି

USAID Funding: ସ୍ପଷ୍ଟୀକରଣ ଦେଲେ ଭାରତ ସରକାର, କଂଗ୍ରେସର ଅସ୍ଥିରୀକରଣ ଏଜେଣ୍ଡା ଜାରି

ନୂଆଦିଲ୍ଲୀ,୬ା୩: ଭାରତ USAID ପାଣ୍ଠି ଉପରେ ସ୍ପଷ୍ଟୀକରଣ ରଖିବା ପରେ ମଧ୍ୟ କଂଗ୍ରେସ ଏହାର 'ଅସ୍ଥିରୀକରଣ ଏଜେଣ୍ଡା' ଜାରି ରଖିଛି। USAID ପାଣ୍ଠି ଭାରତରେ ଭୋଟରଙ୍କ ମତଦାନକୁ…

2 months ago
KIIT ଛାତ୍ରୀ ମୃତ୍ୟୁ ଘଟଣା: ଦେବାଶିଷଙ୍କୁ ତାଗିଦ୍‌ କଲେ ପିସିସି ସଭାପତି ଭକ୍ତ ଦାସKIIT ଛାତ୍ରୀ ମୃତ୍ୟୁ ଘଟଣା: ଦେବାଶିଷଙ୍କୁ ତାଗିଦ୍‌ କଲେ ପିସିସି ସଭାପତି ଭକ୍ତ ଦାସ

KIIT ଛାତ୍ରୀ ମୃତ୍ୟୁ ଘଟଣା: ଦେବାଶିଷଙ୍କୁ ତାଗିଦ୍‌ କଲେ ପିସିସି ସଭାପତି ଭକ୍ତ ଦାସ

କଟକ,୩ା୩(ଶିଳ୍ପା ପ୍ରିୟଦର୍ଶିନୀ): କଂଗ୍ରେସ ନେତା ତଥା ପୂର୍ବତନ ବାଙ୍କୀ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କୁ ପିସିସି ସଭାପତି ଭକ୍ତ ଚରଣ ଦାସ କିଟ ପ୍ରସଙ୍ଗ ନେଇ ତାଗିଦ କରିଛନ୍ତି।…

2 months ago
ଶେଷ ହୋଇଗଲାକି କଂଗ୍ରେସ ସହ ମତଭେଦ?ଖାର୍ଗେ-ରାହୁଲଙ୍କ ସହ ଫଟୋରେ ନଜର ଆସିଲେ ଶଶି ଥରୁରଶେଷ ହୋଇଗଲାକି କଂଗ୍ରେସ ସହ ମତଭେଦ?ଖାର୍ଗେ-ରାହୁଲଙ୍କ ସହ ଫଟୋରେ ନଜର ଆସିଲେ ଶଶି ଥରୁର

ଶେଷ ହୋଇଗଲାକି କଂଗ୍ରେସ ସହ ମତଭେଦ?ଖାର୍ଗେ-ରାହୁଲଙ୍କ ସହ ଫଟୋରେ ନଜର ଆସିଲେ ଶଶି ଥରୁର

ନୂଆଦିଲ୍ଲୀ,୨୮।୨: ଗତ କିଛି ଦିନ ଧରି ବରିଷ୍ଠ କଂଗ୍ରେସ ନେତା ତଥା ତିରୁବନନ୍ତପୁରମ୍‌ ଏମ୍‌ପି ଶଶି ଥରୁର୍‌ ଦଳ ଉପରେ କ୍ଷୁବ୍ଧ ନଜର ଆସୁଥିଲେ। ଦଳରେ ତାଙ୍କୁ…

2 months ago
Rahul Gandhi: ସେପଟେ ଚାଲିଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ, ଏପଟେ ରାହୁଲ କରୁଥିଲେ ହନୁମାନଜୀଙ୍କ ପୂଜାRahul Gandhi: ସେପଟେ ଚାଲିଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ, ଏପଟେ ରାହୁଲ କରୁଥିଲେ ହନୁମାନଜୀଙ୍କ ପୂଜା

Rahul Gandhi: ସେପଟେ ଚାଲିଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ, ଏପଟେ ରାହୁଲ କରୁଥିଲେ ହନୁମାନଜୀଙ୍କ ପୂଜା

ନୂଆଦିଲ୍ଲୀ,୨୦ା୨: ଗୁରୁବାରଠାରୁ ଦିଲ୍ଲୀରେ ଭାଜପା ଶାସନ ଅର୍ଥାତ୍‌ ରେଖା ରାଜ୍‌ ଆରମ୍ଭ ହୋଇଛି। ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଆଜି ତାଙ୍କ ଶପଥ ଗ୍ରହଣ…

2 months ago
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସକ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ…

2 months ago
କ’ଣ ହେବ ‘ଇଣ୍ଡିଆ’ ମେଣ୍ଟର ଭବିଷ୍ୟତ: କଂଗ୍ରେସ ଏମ୍‌ପି କଲେ ଚାଞ୍ଚଲ୍ୟକର ଖୁଲାସାକ’ଣ ହେବ ‘ଇଣ୍ଡିଆ’ ମେଣ୍ଟର ଭବିଷ୍ୟତ: କଂଗ୍ରେସ ଏମ୍‌ପି କଲେ ଚାଞ୍ଚଲ୍ୟକର ଖୁଲାସା

କ’ଣ ହେବ ‘ଇଣ୍ଡିଆ’ ମେଣ୍ଟର ଭବିଷ୍ୟତ: କଂଗ୍ରେସ ଏମ୍‌ପି କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୦।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି ନିର୍ବାଚନରେ ପରାସ୍ତ ହେବା ପରେ ଇଣ୍ଡିଆ ମେଣ୍ଟ ସମ୍ପର୍କରେ ଆଲୋଚନା ଆରମ୍ଭ ହୋଇଛି। ଏହି ମେଣ୍ଟରେ ସାମିଲ ଅଧିକାଂଶ ଦଳ…

2 months ago
ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ରଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର

ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର

ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା…

2 months ago
କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଫିତା…

3 months ago
‘ମୁଁ ସ୍ବପ୍ନରେ ଦେଖିଛି ଯେ ରାଷ୍ଟ୍ରପତି ଭବନ ତଳେ ଶିବଲିଙ୍ଗ ଅଛି’‘ମୁଁ ସ୍ବପ୍ନରେ ଦେଖିଛି ଯେ ରାଷ୍ଟ୍ରପତି ଭବନ ତଳେ ଶିବଲିଙ୍ଗ ଅଛି’

‘ମୁଁ ସ୍ବପ୍ନରେ ଦେଖିଛି ଯେ ରାଷ୍ଟ୍ରପତି ଭବନ ତଳେ ଶିବଲିଙ୍ଗ ଅଛି’

ନୂଆଦିଲ୍ଲୀ,୩।୧: ସମ୍ଭଲ ଶାହି ଜାମା ମସଜିଦ୍‌ ବିବାଦକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବା ବେଳେ କଂଗ୍ରେସ ନେତା ରସିଦ ଅଲଭି ବିବାଦୀୟ ବୟାନ ଦେଇଛନ୍ତି। ରାଷ୍ଟ୍ରପତି…

4 months ago
କଂଗ୍ରେସ ପୋଷ୍ଟରରେ ଭାରତ ମ୍ୟାପ୍‌ର ଅଧା, ଭାଜପା କହିଲା ଏହା ନୂଆ ମୁସ୍‌ଲିମ୍‌…କଂଗ୍ରେସ ପୋଷ୍ଟରରେ ଭାରତ ମ୍ୟାପ୍‌ର ଅଧା, ଭାଜପା କହିଲା ଏହା ନୂଆ ମୁସ୍‌ଲିମ୍‌…

କଂଗ୍ରେସ ପୋଷ୍ଟରରେ ଭାରତ ମ୍ୟାପ୍‌ର ଅଧା, ଭାଜପା କହିଲା ଏହା ନୂଆ ମୁସ୍‌ଲିମ୍‌…

ନୂଆଦିଲ୍ଲୀ,୨୬ା୧୨: କଂଗ୍ରେସର ବେଲଗାଭି ଅଧିବେଶନରେ ପୋଷ୍ଟରରେ ପ୍ରଦର୍ଶିତ ହୋଇଥିବା ଭାରତର ମାନଚିତ୍ରକୁ ନେଇ ସାରା ଦେଶରେ ରାଜନୀତି ଉଷ୍ଣ ହୋଇଛି। ପୋଷ୍ଟରରେ କଶ୍ମୀରକୁ ପାକିସ୍ତାନର ଏକ ଅଂଶ…

4 months ago
ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବିସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା…

4 months ago
ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ…

4 months ago