Tag Archives: CONGRESS

ଆରବରେ ଜନ୍ମିତ ହଲୱା କେମିତି ପହଞ୍ଚିଲା ଭାରତ ? ସଂସଦରେ ରାହୁଲ କହିଲେ…

ନୂଆଦିଲ୍ଲୀ, ୩୦।୦୭: ସଂସଦରେ ଜାରି ରହଛି ମୌସୁମୀ ଅଧିବେସନ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବଜେଟ୍‌କୁ ନେଇ ଗତକାଲି ସଂସଦରେ ହାଲ୍ଲା କରିଛନ୍ତି । କେନ୍ଦ୍ରୀୟ ବଜେଟ୍‌ ପୂର୍ବରୁ ହୋଇଥିବା ହଲୱା ସେରେମନି ସମୟର ଫଟୋ ଦେଖାଇ...

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ...

୨୦୨୭ରେ ଆମେ ଗଢ଼ିବୁ ସରକାର: ଅଖିଳେଶ

ନୂଆଦିଲ୍ଲୀ,୨୪ା୭: ଅଖିଳେଶ ଯାଦବ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିଷୟରେ ସୋସିଆଲ ମିଡିଆରେ ଅନେକ କିଛି ପୋଷ୍ଟ କରିଛନ୍ତି। ସେ କହିଛନ୍ତି, କେଶବ ପ୍ରସାଦଙ୍କ ବିଷୟରେ କ’ଣ କହିବେ, ତାଙ୍କ ପାଇଁ ଅଫର ଜାରି ରହିବ। ତାଙ୍କ ସହ...

୩୦ ବର୍ଷ ଇତିହାସରେ ପ୍ରଥମଥର ଘଟିଲା, ଯାହା ହେଲା ଭଲ ହେଲା, କାହିଁକି ଏପରି କହିଲେ ତାରା…

ଭୁବନେଶ୍ୱର,୨୧ା୭: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ପିସିସି କମିଟି ଭାଙ୍ଗିବା ପରେ ତାରା ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୩୦ ବର୍ଷ ଇତିହାସରେ ପ୍ରଥମଥର ଏମିତି ଘଟିଲା। ଯାହା ହେଲା...

ରାହୁଲ ଗାନ୍ଧୀଙ୍କୁ ମିଳିବ ଏହି ପୁରସ୍କାର

ନୂଆଦିଲ୍ଲୀ,୨୧ା୭: ରାଏବରେଲିର କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଓମେନ ଚାଣ୍ଡିଙ୍କ ସ୍ମୃତିରେ ପ୍ରତିଷ୍ଠିତ ‘ଓମେନ ଚାଣ୍ଡି ପବ୍ଲିକ ସେବା ପୁରସ୍କାର’ ପାଇଁ ମନୋନୀତ ହୋଇଛନ୍ତି। ନେତାଙ୍କ...

ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର,୨୧।୭: ଓଡ଼ିଶା ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ଦେଢ଼ ମାସ ପରେ ବିଧାନସଭାରେ ବିଧାୟକ ଦଳ ନେତା ଚୟନ କରିଛି କଂଗ୍ରେସ। ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଛି। ଅଶୋକ ଦାସଙ୍କୁ ବିଧାୟକ...

ବଜେଟ୍‌ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ସରକାର, ଟିଏମ୍‌ସି କହିଲା…

ନୂଆଦିଲ୍ଲୀ, ୨୧।୭: ସଂସଦର ମୌସୁମୀ ଅଧିବେସନ ପୂର୍ବରୁ ସରକାର ଆଜି ସର୍ବଦଳୀୟ ବୈଠକ ଡକାଇଛନ୍ତି । ଆସନ୍ତା ୨୨ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏହି...

ଆସିଲା ବଡ଼ ରିପୋର୍ଟ, ସବୁଠାରୁ ଅଧିକ ଆୟ କରିଛି ଏହି ରାଜନୈତିକ ଦଳ

ନୂଆଦିଲ୍ଲୀ, ୨୦ା୭: ନିର୍ବାଚନ ଆୟୋଗଙ୍କ ଏଡିଆର ରିପୋର୍ଟରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତ ରାଷ୍ଟ୍ର ସମିତି ବା ବିଆର୍‌ଏସ୍‌ର ଆୟ ଦେଶର କ୍ଷେତ୍ରୀୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ରହିଛି...

ଅଯୋଧ୍ୟା ପରେ ଏବେ ବଦ୍ରିନାଥ ଆସନରୁ ହାରିଲା ଭାଜପା

ନୂଆଦିଲ୍ଲୀ, ୧୩।୦୭: ଅଯୋଧ୍ୟା ଆସନ ହରାଇ ଚର୍ଚ୍ଚାରେ ଥିବା ଭାରତୀୟ ଜନତା ପାର୍ଟି ଆଉ ଗୋଟିଏ ଧାର୍ମିକ ସ୍ଥଳ ଆସନ ହରାଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛି । ଭାଜପା ଉତ୍ତରାଖଣ୍ଡରେ ହୋଇଥିବା ଉପ-ନିର୍ବାଚନରେ ବଦ୍ରିନାଥ ଆସନ ହରାଇଛି ।...

ବଦଳୁଛି ରାଜ୍ୟ ରାଜନୀତି, ଭାଜପାକୁ ସମର୍ଥନ କଲେ କଂଗ୍ରେସର ୭ ବିଧାୟକ

ମୁମ଼୍ବାଇ, ୧୩।୦୭: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି କହିଲେ ଚଳେ । ବିରୋଧୀ ଦଳ ମେଣ୍ଟ ମହା ବିକାଶ ଅଘାଡ଼ି ପାଇଁ ଏବେ ଚିନ୍ତା ବଢ଼ିଛି । ଲୋକସଭା ନିର୍ବାଚନରେ ବିରୋଧୀ ମେଣ୍ଟ ୪୮ରୁ ୩୦ ଲୋକସଭା ଆସନ...

ପୀଡ଼ିତଙ୍କୁ ଭେଟିଲେ ରାହୁଲ୍‌, ମୁଖ୍ୟମନ୍ତ୍ରୀଙ୍କୁ କ୍ଷତିପୂରଣ ଦେବାକୁ କଲେ ଦାବି

ନୂଆଦିଲ୍ଲୀ, ୫।୭: କଂଗ୍ରେସ ନେତା ତଥା ସଂସଦର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଲୋକସଭା ନିର୍ବାଚନ ପରେ ଏବେ ଲୋକଙ୍କ ସମସ୍ୟା ବୁଝିବା ନେଇ ଚର୍ଚ୍ଚାରେ ରହିଛନ୍ତି। ସରକାର ଗଠନ କରିନପାରିଲେ ମଧ୍ୟ କଂଗ୍ରେସ ହାତରେ ୯୯ ଏମ୍‌ପି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri