Tag Archives: Couple

ବ୍ୟବସାୟ କରିବାକୁ ଯାଇ ଫେରୁଥିଲେ ସ୍ତ୍ରୀ-ସ୍ବାମୀ, ଟ୍ରେନ୍‌ ଧକ୍କାରେ ଚାଲିଗଲା ଜୀବନ

ଲକ୍ଷ୍ମୀପୁର,୨୦ା୧୧(ଅନନ୍ତ ନାୟକ): ରାୟଗଡ଼ା ଜିଲା ଲକ୍ଷ୍ମୀପୁର ଷ୍ଟେଶନ ନିକଟସ୍ଥ ୧ କି.ମି. ଦୂର ଏକ ଗ୍ରାମକୁ ବ୍ୟବସାୟ କରିବାକୁ ଯାଇ ଫେରୁଥିବା ଦମ୍ପତିଙ୍କ ଟ୍ରେନ୍‌ ଧକ୍କାରେ ମୃତ୍ୟୁ ହୋଇଛି। ସେମାନେ ହେଲେ ବୁର୍ଜା ଗ୍ରାମର ବୁରୁସ ଖରା(୬୦) ଓ ତାଙ୍କ...

ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ତ୍ରୀ, ବଞ୍ଚାଇବାକୁ ଯାଇ ପୋଡ଼ିହୋଇଗଲେ ସ୍ବାମୀ

ବାଲେଶ୍ୱର,୨୦ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ଜଣେ ସରକାରୀ କର୍ମଚାରୀ ଓ ତାଙ୍କ ସ୍ତ୍ରୀ’ଙ୍କୁ ଶନିବାର ଦୋଷୀ ସାବ୍ୟସ୍ତ କରିଛନ୍ତି।...

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ...

୬୦ ଲକ୍ଷ ମୃତଦେହ ପୋତାଯାଇଥିବା ‘କବରଖାନା’ ରେ ବିବାହ କଲେ ଏହି ଯୋଡ଼ି, ନାଁ ଶୁଣି ଭୟରେ ଥରିଥିଲେ ଅତିଥି…

ଦିନଥିଲା ଲୋକେ ଘରେ ବିବାହ ଉତ୍ସବର ଆୟୋଜନ କରୁଥିଲେ। ହେଲେ ଆଜିକାଲି ସମସ୍ତେ ମଣ୍ଡପ ନଚେତ ‘ଡେଷ୍ଟିନେଶନ ଓ୍ବେଡିଂ’ କରିବାକୁ ପସନ୍ଦ କରୁଛନ୍ତି। ହେଲେ କିଛି ଯୋଡ଼ି ରୋମାଞ୍ଚକର ଅନୁଭୂତି ଲାଗି ଏଭଳି ସ୍ଥାନକୁ ବାଛି ନିଅନ୍ତି ଯାହାକୁ ଦେଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri