cuttack

ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀଙ୍କୁ ନେଇ ଚାଲିଛି ଅଙ୍କକଷା

କଟକ,୨୫।୨(ଶିଳ୍ପା ପ୍ରିୟଦର୍ଶିନୀ): ୨୦୨୪ ନିର୍ବାଚନ ପାଇଁ ଚାଲିଛି ସମସ୍ତ ଦଳ ମଧ୍ୟରେ ଅଙ୍କକଷା। ଏପରିକି ଦଳରୁ ଏକାଧିକ ଆଶାୟୀ ପ୍ରାଥୀଙ୍କ ନାମ ମଧ୍ୟ ସାମ୍ନାକୁ ଆସିବାରେ ଲାଗିଛି।…

7 months ago

ବିଜେଡି ଭାଜପା ବାହାଘର: ମୋଦି ବରକୁ ନବୀନ କନ୍ୟା

ନିଶ୍ଚିନ୍ତକୋଇଲି,୧୭।୨ (ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଦନ ମଣ୍ଡପରେ ଏକ ନିଆରା ବାହାଘର ଦେଖିବାକୁ ମିଳଛି। ଏହି ବାହାଘରକୁ କଂଗ୍ରସେ କର୍ମୀ…

7 months ago

ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି ମାମଲା: ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ନିର୍ଦ୍ଦେଶ

କଟକ,୧୬ା୨(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ସେଥିରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଗଠିତ ଉଚ୍ଚ ସ୍ତରୀୟ କମିଟିର ଅଧକ୍ଷ ନିଯୁକ୍ତି…

7 months ago

କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ…

7 months ago

ଏସବୁ ଜିଲାକୁ ପ୍ରଥମେ ପଠଗଲା ମାଟ୍ରିକ ପ୍ରଶ୍ନପତ୍ର, ଜାଣନ୍ତୁ ଆପଙ୍କ ଜିଲା ଅଛିକି ନାହିଁ

କଟକ,୧୩।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ ତାରିଖରେ ହେବ । ଏନେଇ ସୋମବାରଠାରୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ୭ ଜିଲାକୁ ପଠାଯାଇଛି। ଏହି ସବୁ…

7 months ago

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ…

10 months ago

ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି

ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ…

10 months ago

ହାତିଆ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ମାର୍ଶାଘାଇ, ୨୯।୯(ଡି.ଏନ.ଏ):କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହାତିଆ ଗୁଳିକାଣ୍ଡ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗରିଫ କରି କୋର୍ଟଚାଲାଣ କରିଛି ମାର୍ଶାଘାଇ ପୋଲିସ। ଏକ ଗତ ୧୮ରେ ହାତିଆ…

5 years ago